ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ମାଆଙ୍କୁ ଆଇସିୟୁରେ ଭର୍ତ୍ତି

ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ମାଆଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏହି ଖବର ଶୁଣିବା ପରେ, ଅଭିନେତ୍ରୀଙ୍କ ପ୍ରଶଂସକମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସମସ୍ତେ ଜାଣନ୍ତି ଯେ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ତାଙ୍କ ମାଆଙ୍କୁ ବହୁତ ଭଲ ପାଆନ୍ତି।…

ତଲାବିରା ତାପଜ ବିଦ୍ୟୁତ୍‌ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟରୁ ଓଡ଼ିଶାକୁ ପର୍ଯ୍ୟାପ୍ତ ବିଦ୍ୟୁତ୍‌ ମିଳିବ- ମନୋହର ଲାଲ

ରାଜ୍ୟ ଅତିଥି ଭବନରେ କେନ୍ଦ୍ର ଶକ୍ତି, ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଖଟ୍ଟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଏଥି ସହିତ ଦିନରେ ସେ ଶକ୍ତି କ୍ଷେତ୍ରର ଏକ ସମୀକ୍ଷା ବୈଠକରେ ‌ଯୋଗ ଦେଇଥିଲେ। ପୁନର୍ବିକଶିତ ବିତରଣ କ୍ଷେତ୍ର ଯୋଜନା…

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଗୋପାଳ ଦାସକୁ ପଚରାଉଚରା କରିପାରେ କ୍ରାଇମ୍‌ବ୍ରାଞ୍ଚ

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଗୋପାଳ ଦାସକୁ ପଚରାଉଚରା କରିପାରେ କ୍ରାଇମ୍‌ବ୍ରାଞ୍ଚ । ଚୌଦ୍ବାର ଜେଲରେ ରହିଥିବା ଗୋପାଳକୁ କ୍ରାଇମ୍‌ବ୍ରାଞ୍ଚ ପଚରାଉଚରା କରିପାରେ ।  ଝାରସୁଗୁଡ଼ାରେ ୫ ଦିନ ରହି ତଦନ୍ତ କରିବା ପରେ ଫେରିଛି କ୍ରାଇମ୍‌ବ୍ରାଞ୍ଚ ଟିମ୍  । ୫ ଦିନ ଭିତରେ ୧୪ରୁ…

ଡାଳିମ୍ବ ଚୋପା ବି ସ୍ୱାସ୍ଥ୍ୟ ପାଇଁ ଉପକାରୀ ବୋଲି ଜାଣନ୍ତି କି?

ଡାଳିମ୍ବକୁ ବିଭିନ୍ନ ଉପକାରୀ ଫଳ ମଧ୍ୟରୁ ଅନ୍ୟତମ ଭାବେ ବିବେଚନା କରାଯାଏ। ଏଥିରେ ଜିଙ୍କ, ପୋଟାସିୟମ୍, ଆଇରନ୍ ଏବଂ ଓମେଗା-6 ଫ୍ୟାଟି ଏସିଡ୍ ଥାଏ। ଡାଳିମ୍ବ ଖାଇବା ଦ୍ୱାରା ଶରୀରକୁ ଶକ୍ତି ମିଳିବା ସହ ରକ୍ତହୀନତା ସମସ୍ୟା ଦୂର ହୋଇଥାଏ ଏବଂ ରୋଗପ୍ରତିରୋଧକ ଶକ୍ତି ମଧ୍ୟ ବଢିଥାଏ। ହେଲେ …

ରାଜ୍ୟରେ କାଳବୈଶାଖୀ

ଅଧିକାଂଶ ଅଞ୍ଚଳରେ କାଳ ବୈଶାଖୀ ହେବ ।  ଆସନ୍ତା ୪ରୁ ୫ଦିନ ମଧ୍ୟରେ ଦିନ ତାପମାତ୍ରା ୪ରୁ ୬ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ରାତି ତାପମାତ୍ରା ମଧ୍ୟ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ। ତେବେ ପାଣିପାଗ ବିଭାଗ ପକ୍ଷରୁ କାଳବୈଶାଖୀ ହେବା ନେଇ ସତର୍କ କରାଯାଇଛି ।…

କଶ୍ମୀରରେ ଆତଙ୍କବାଦୀଙ୍କୁ ଘେରିଲେ ସୁରକ୍ଷା ବାହିନୀ

କଶ୍ମୀରରେ ଆତଙ୍କବାଦୀଙ୍କୁ ଘେରିଲେ ସୁରକ୍ଷା ବାହିନୀ  । ଜମ୍ମୁ ଓ କାଶ୍ମୀରର କଠୁଆ ଜିଲ୍ଲାରେ ରବିବାର ସଂଧ୍ୟାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । କଠୁଆ ଜିଲ୍ଲାର ହୀରାନଗରରେ ଆତଙ୍କବାଦୀଙ୍କ ଉପସ୍ଥିତି ବିଷୟରେ ସୁରକ୍ଷା ବାହିନୀକୁ ସୂଚନା ମିଳିଥିଲା,…

ହାଇଦ୍ରାବାଦର ବଡ଼ ବିଜୟ

ଶକ୍ତିଶଳୀ ବ୍ୟାଟିଂ ବାହିନୀରେ ବଳିୟାନ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଭିଯାନ ଆରମ୍ଭରୁ ତା’ର ମହାବିସ୍ଫୋରକ ରୂପ ଦେଖାଇଛି। ନୂଆ ନିଯୁକ୍ତି ଈଶାନ କିଶନ (୧୦୬* ରନ୍, ୪୭ ବଲ୍, ୧୧ ଚୌକା, ୬ ଛକା)ଙ୍କ ଧମାକାଦାର ଶତକରେ ଆଇପିଏଲ୍ ଇତିହାସର ଦ୍ବିତୀୟ ସର୍ବୋଚ୍ଚ ଦଳଗତ ସ୍କୋର୍ କରିବା ସହ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଅପରାହ୍‌ଣ ୩ଟା ୩୫ ମିନିଟ୍‌ରେ ନୟାଗଡ଼ର କାଳିଆପଲ୍ଲୀଠାରେ ଭାରତୀୟ ବିଶ୍ବାବସୁ ସମାଜ ଫାଉଣ୍ଡେସନ୍‌ର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ଏହାପରେ ଭୁବନେଶ୍ବର ଫେରି ରାଜଭବନରେ ରାତ୍ରିଯାପନ କରି‌ବେ।…

ରାଶିଫଳ

ମେଷ: ଆପଣଙ୍କ ସମ୍ମୁଖକୁ ଆସୁଥିବା ସବୁ ଆହ୍ବାନର ଦୃଢ଼ଭାବେ ମୁକାବିଲା କରିବେ। ଜୀବନସାଥୀ ସହିତ ସିନେମା ଦେଖିବାର ଯୋଜନା କରିବେ। ବ୍ୟବସାୟ କାମରେ ଭାଇ ସହଯୋଗ କରିବେ। ବୃଷ: କ୍ୟାରିୟରରେ ଆପଣ କାହାରି ସହଯୋଗ ପାଇବେ। ଦାମ୍ପତ୍ୟ ଜୀବନରେ ଆପୋସୀ ତାଳମେଳ ବଜାୟ ରହିବ। ପ୍ରଶାସନିକ ସେବା…

ପ୍ରଥମଥର ପାଇଁ ଆସନ୍ତାକାଲି ନୟାଗଡ଼ ଗ୍ରସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଆସନ୍ତାକାଲି ପ୍ରଥମ ଥର ପାଇଁ ନୟାଗଡ଼ ଜିଲ୍ଲା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ | କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ ସହ ବିଶ୍ୱାବସୁ ପୀଠ କାଳିଆ ପଲ୍ଲୀଠାରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ ମହାମହିମ | ଆୟୋଜିତ ସାଧାରଣ ସଭାରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ,…