ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଅପରାହ୍‌ଣ ୩ଟା ୩୫ ମିନିଟ୍‌ରେ ନୟାଗଡ଼ର କାଳିଆପଲ୍ଲୀଠାରେ ଭାରତୀୟ ବିଶ୍ବାବସୁ ସମାଜ ଫାଉଣ୍ଡେସନ୍‌ର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ଏହାପରେ ଭୁବନେଶ୍ବର ଫେରି ରାଜଭବନରେ ରାତ୍ରିଯାପନ କରି‌ବେ।…

ରାଶିଫଳ

ମେଷ: ଆପଣଙ୍କ ସମ୍ମୁଖକୁ ଆସୁଥିବା ସବୁ ଆହ୍ବାନର ଦୃଢ଼ଭାବେ ମୁକାବିଲା କରିବେ। ଜୀବନସାଥୀ ସହିତ ସିନେମା ଦେଖିବାର ଯୋଜନା କରିବେ। ବ୍ୟବସାୟ କାମରେ ଭାଇ ସହଯୋଗ କରିବେ। ବୃଷ: କ୍ୟାରିୟରରେ ଆପଣ କାହାରି ସହଯୋଗ ପାଇବେ। ଦାମ୍ପତ୍ୟ ଜୀବନରେ ଆପୋସୀ ତାଳମେଳ ବଜାୟ ରହିବ। ପ୍ରଶାସନିକ ସେବା…

ପ୍ରଥମଥର ପାଇଁ ଆସନ୍ତାକାଲି ନୟାଗଡ଼ ଗ୍ରସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଆସନ୍ତାକାଲି ପ୍ରଥମ ଥର ପାଇଁ ନୟାଗଡ଼ ଜିଲ୍ଲା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ | କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ ସହ ବିଶ୍ୱାବସୁ ପୀଠ କାଳିଆ ପଲ୍ଲୀଠାରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ ମହାମହିମ | ଆୟୋଜିତ ସାଧାରଣ ସଭାରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ,…

ସମଲେଇ ମନ୍ଦିରରେ ପଲିଥିନ ବନ୍ଦ

ସମଲେଇ ମନ୍ଦିରରେ ପଲିଥିନ ବନ୍ଦ । ପଲିଥିନ୍‌ ନେଇ ଶ୍ରଦ୍ଧାଳୁ କିମ୍ବା କୌଣସି ବ୍ୟକ୍ତି ମନ୍ଦିରକୁ ଯାଇ ପାରିବେନି ବୋଲି କହିଛି ମନ୍ଦିର ପ୍ରଶାସନ । ମନ୍ଦିରରେ ପ୍ରଦୂଷଣ ରୋକିବା ପାଇଁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି । ଭୋଗ ବିକ୍ରି କରୁଥିବା ଦୋକାନୀ ମଧ୍ୟ ଯେମିତି ଶ୍ରଦ୍ଧାଳୁଙ୍କୁ…

ରସୁଣକୁ ଦେଶୀ ଘିଅରେ ଭାଜି ଖାଇଲେ ଅନେକ ରୋଗର ମୂଳୋତ୍ପାଟନ କରିବାରେ ସହାୟକ ହୋଇଥାଏ

ରସୁଣରେ ବହୁ ଔଷଧୀୟ ଗୁଣ ଭରି ରହିଛି। ସେଥିପାଇଁ ଏହାକୁ କେବଳ ମସଲା ଭାବେ ବ୍ୟବହାର କରାଯାଏ ନାହିଁ। ଅନେକ ରୋଗର ଉପଶମ ପାଇଁ ମଧ୍ୟ ଏହାକୁ ବ୍ୟବହାର କରାଯାଏ। ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ। ଏଥିରେ ଭିଟାମିନ ସି, ଭିଟାମିନ ବି-୬, ସେଲେନିୟମ, କ୍ୟାଲସିୟମ,…

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ CRPFର ଜଣେ ସବ୍ ଇନସ୍ପେକ୍ଟର ସହିଦ

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ CRPFର ଜଣେ ସବ୍ ଇନସ୍ପେକ୍ଟର ସହିଦ । ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ନକ୍ସଲମାନେ ପୁଣି ଥରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ସୁରକ୍ଷା ବାହିନୀକୁ ଟାର୍ଗେଟ୍ କରିଛନ୍ତି । ଏଥିରେ CRPFର ଜଣେ ସବ୍ ଇନସ୍ପେକ୍ଟର ସୁନୀଲ କୁମାର ମଣ୍ଡଳ ସହିଦ ହୋଇଛନ୍ତି…

କିଭ୍‌ ଉପରେ ଋଷର ଡ୍ରୋନ ଆଟାକ୍ କଲା ରୁଷ୍

ପୁଣି ବଢିଲା ରୁଷ୍ ୟୁକ୍ରେନ ବିବାଦ । ମାର୍ଚ୍ଚ ୨୨ ତାରିଖରେ ରୁଷ ବାୟୁସେନା କିଭ୍ ଉପରେ ଡ୍ରୋନ ମାଡ଼ କରିବା ପରେ ପୁଣି ଥରେ ଦୁଇ ଦେଶ ମଧ୍ୟରେ ବଢିଛି ଟେନସନ୍ । ରୁଷର ୧୭୯ ଡ୍ରୋନ୍‌ ମଧ୍ୟରୁ ୧୦୦ଟି ୟୁକ୍ରେନୀୟ ବାୟୁ ପ୍ରତିରକ୍ଷା ବାହିନୀ ନଷ୍ଟ କରିଦେଇଥିବାର ଦାବି କରିଛି । ଏହା ପୂର୍ବରୁ…

ଆଉ ୩ ଦିନ କାଳବୈଶାଖୀ

ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬ ମି.ମି., ଅନୁଗୋଳରେ ୨୩ ମି.ମି., କଟକରେ ୨୧.୨ ମି.ମି., ତାଳଚେରରେ…

ପୁରୁଣା ଗାଡ଼ିଗୁଡ଼ିକୁ ମିିଳିବନି ପେଟ୍ରୋଲ ଓ ଡିଜେଲ

ଦିଲ୍ଲୀରେ ପ୍ରଦୂଷଣ ହ୍ରାସ କରିବା ପାଇଁ ସରକାର ଯୋଜନା କରିଛନ୍ତି। ପୁରୁଣା ଗାଡ଼ିଗୁଡ଼ିକୁ ପେଟ୍ରୋଲ ଓ ଡିଜେଲ ବିକ୍ରି ନକରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ଏପ୍ରିଲ ପହିଲାରୁ ଏହାକୁ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ପେଟ୍ରୋଲ ପମ୍ପଗୁଡ଼ିକରେ ସ୍ବୟଂକ୍ରିୟ ନମ୍ବର ପ୍ଲେଟ୍ ଚିହ୍ନଟ…

ଆଇପିଏଲ ଲଢେଇ: ଆଜି ଚେନ୍ନାଇ – ମୁମ୍ବାଇ ମୁକାବିଲା

ଆଇପିଏଲ-୧ରେ ଆଜି ଟୁର୍ଣ୍ଣାମେଣ୍ଟର ଦୁଇ ସଫଳତମ ଦଳ ଚେନ୍ନଇ ସୁପରକିଙ୍ଗ୍‌ସ ଓ ମୁମ୍ବଇ ଇଣ୍ଡିଆନ୍‌ସ ମଧ୍ୟରେ ମ୍ୟାଚ ଖେଳାଯିବ। ଦୁଇ ଦଳ ସର୍ବାଧିକ ୫ଥର ଲେଖାଏଁ ଟାଇଟଲ ଜିତିଛନ୍ତି। ତାରକା ଖଚିତ ମୁମ୍ବଇ ଇଣ୍ଡିଆନ୍‌ସ ପ୍ରଥମ ମ୍ୟାଚ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ବରେ ଖେଳିବ। ଦଳର ତାରକା…