ବେଲୁଚିସ୍ତାନରେ ପାକିସ୍ତାନ ବିରୋଧରେ ବିଶାଳ ପ୍ରତିବାଦ ଆରମ୍ଭ, ସବୁଠାରୁ ବଡ଼ ନେତା ମହରଙ୍ଗ ବାଲୁଚ୍ ଗିରଫ

ବେଲୁଚିସ୍ତାନରେ ପାକିସ୍ତାନ ବିରୋଧରେ ବିଶାଳ ପ୍ରତିବାଦ ଆରମ୍ଭ ହୋଇଛି। ପ୍ରଦେଶର ଡଜନ ଡଜନ ସ୍ଥାନରେ ଲୋକମାନେ ପାକିସ୍ତାନ ଏବଂ ପାକିସ୍ତାନ ସେନା ବିରୋଧରେ ପ୍ରତିବାଦ କରିଛନ୍ତି। ସେମାନଙ୍କୁ ହଟାଇବା ପାଇଁ ପାକିସ୍ତାନ ସେନା ଲାଠିଚାର୍ଜ କରୁଛି। ଏପର୍ଯ୍ୟନ୍ତ ବହୁ ଲୋକଙ୍କୁ ଗିରଫ କରାଯାଇଛି।…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ପାଣିଆ ଆପଟ ସେବକ ପଡିଯିବାରୁ ହେଲା ମହାସ୍ନାନ ।  ସୂଚନା ଅନୁସାରେ,  ପାଣି ନେବା ସମୟରେ ପଡିଗଲେ ପାଣିଆ ଆପଟ ସେବକ । ଫଳରେ ତାଙ୍କ ହାତରେ ଆଘାତ ଲାଗି ରକ୍ତସ୍ରାବ ହୋଇଥିଲା । ମନ୍ଦିର ଭିତରେ ରକ୍ତର ଛିଟା ପଡିବାରୁ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ…

କାଳ ବୈଶାଖୀର ଆଶଙ୍କା ଥିବାରୁ ୨ ଦିନ ବନ୍ଦ ରହିବ ଶିମିଳିପାଳ

ପ୍ରବଳ ବର୍ଷା ଓ କାଳ ବୈଶାଖୀର ଆଶଙ୍କା ଥିବାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ। ଆଜି ୨୨ ଓ ଆସନ୍ତାକାଲି ୨୩ ତାରିଖ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ…

ଇଣ୍ଡିଆନ ପ୍ରିମିୟର ଲିଗ୍‌ ର ୧୮ତମ ସଂସ୍କରଣ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି

ବିଶ୍ବର ସବୁଠାରୁ ଧନାଢ୍ୟ କ୍ରିକେଟ ଲିଗ୍‌ ଇଣ୍ଡିଆନ ପ୍ରିମିୟର ଲିଗ୍‌ ର ୧୮ତମ ସଂସ୍କରଣ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ବ୍ୟୟବହୁଳ କ୍ରିକେଟ ଲିଗ୍‌ରେ ଅବତ୍ତୀର୍ଣ୍ଣ​‌ ହେବେ ଫ୍ରଞ୍ଚାଇଜ୍‌ ଭିତ୍ତିକ ୧୦ଟି ଦଳ। ୬୫ ଦିନ ଧରି ଖେଳାଯିବାକୁ ଥିବା ଏହି ଫଟାଫଟ କ୍ରିକେଟରେ ଦେଶ ଓ ବିଦେଶର…

ପୁଣି ବାପା ହେବେ କି ରଣବୀର ?

ବଲିଉଡର ସବୁଠାରୁ ଚର୍ଚ୍ଚିତ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ଝିଅ ରାହାଙ୍କ ସହ ସମୟ ବିତାଉଛନ୍ତି। ନଭେମ୍ବର ୨୦୨୨ ରାହା ଜନ୍ମ ପରଠାରୁ ଉଭୟ ଫିଲ୍ମ ଦୁନିଆରେ ଏତେଟା ସକ୍ରିୟ ରହୁନାହାନ୍ତି। ଏସବୁ ଭିତରେ ରଣବୀର ଏବେ ଦ୍ୱିତୀୟ ସନ୍ତାନର ସମ୍ଭାବନା ବିଷୟରେ ମୁହଁ ଖୋଲିଛନ୍ତି। ରଣବୀରଙ୍କୁ…

ଆଜି ବିଶ୍ୱ ଆର୍ଥ ଆଓ୍ବାର ପାଳନ ହେବ

୨୦୨୫ ମାର୍ଚ୍ଚ ୨୨ ଶନିବାର ବିଶ୍ୱ ଆର୍ଥ ଆଓ୍ବାର ପାଳନ କରାଯିବ। ବିଶ୍ୱର ବିଭିନ୍ନ ଭାଗରେ ଜନସାଧାରଣ ଓ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ରାତି ୮ଟା ୩୦ରୁ ୯ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ୧ ଘଣ୍ଟା ପାଇଁ ବିଦ୍ୟୁତ୍‌ ଲାଇଟ୍‌ଗୁଡ଼ିକୁ ବନ୍ଦ କରିବେ। ଜଳବାୟୁ ସୁରକ୍ଷା ଦିଗରେ ଉଦାହରଣ ସୃଷ୍ଟି…

୨୭ ଜିଲାକୁ କାଳବୈଶାଖୀ ସତର୍କତା ଅବଲମ୍ବନ କରାଇଲ ପାଣିପାଗ ବିଭାଗ

ରାଜ୍ୟରେ ବେଶ୍‌ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ…

ଆଜିର ରାଶିଫଳ

ମେଷ : ଆଜି ପଦାଧିକାରୀଙ୍କ ପ୍ରୋତ୍ସାହନ ଲାଭକରି କାମକୁ ଉତ୍ସାହର ସହ କରିବେ। ପ୍ରତ୍ୟେକ ଦିଗରୁ ସୁବିଧା ଥିଲେ ମଧ୍ୟ ଭୁଲ୍‍ ବୁଝାମଣାରୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ ଅସହିଷ୍ଣୁ ପରୋକ୍ଷ ଶତ୍ରୁତା ଆଚରଣ କରିବେ। ବନ୍ଧୁ କିମ୍ବା ସହକର୍ମୀଙ୍କ ପ୍ରେରଣାରେ…

ଆଜିଠୁ ଆରମ୍ଭ ଆଇପିଏଲ୍ ମହାସମର

ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୮ତମ ସଂସ୍କରଣ। ଦୁଇ ମାସ ଧରି ଚାଲିବ ଏହି ଟୁର୍ଣ୍ଣାମେଣ୍ଟ । କୋଲକାତାର ଐତିହାସିକ ଇଡେନ୍ ଗାର୍ଡେନରେସନ୍ଧ୍ୟା ୬ଟାରେ ଉଦ୍‌ଘାଟନୀ ଉତ୍ସବ ହେବ ଓ ୭ଟା ୩୦ରେ ମ୍ୟାଚ୍ ଆରମ୍ଭ ହେବ । ମେ…

ରାଜନୀତିରୁ ସନ୍ନ୍ୟାସ ନେଇଥିବା ଭି.କେ ପାଣ୍ଡିଆନ ଓଡ଼ିଶା ଛାଡି ଏକ ଅର୍ନ୍ତଜାତୀୟ ସଂସ୍ଥାରେ କାମ କରିବେ

୨୦୨୪ ନିର୍ବାଚନରେ ବିଜେଡିର ବିପର୍ଯ୍ୟୟ ପଛର ଚେହେରା ସାଜିଥିବା ଭି.କେ ପାଣ୍ଡିଆନ ଖୁବଶୀଘ୍ର ବିଜେଡି ସହ ସମ୍ପର୍କ ତୁଟାଇ ପାରନ୍ତି । ଜାତୀୟ ଗଣମାଧ୍ୟମରେ ଏନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ରାଜନୀତିରୁ ସନ୍ନ୍ୟାସ ନେଇଥିବା ଭି.କେ ପାଣ୍ଡିଆନ ଓଡ଼ିଶା ଛାଡି ଏକ ଅର୍ନ୍ତଜାତୀୟ ସଂସ୍ଥାରେ କାମ…