ରାଜ୍ୟର ୯ଟି ଜିଲ୍ଲାରେ ସୁନାର ଭଣ୍ଡାର ଥିବା ଅନୁମାନ

ଖଣିଜ ସମ୍ପଦ ଭରା ଓଡ଼ିଶା ମାଟି ତଳେ ମୂଲ୍ୟବାନ ସୁନା ବି ରହିଛି। ରାଜ୍ୟର ୯ଟି ଜିଲ୍ଲାରେ ସୁନାର ଭଣ୍ଡାର ଥିବା ଅନୁମାନ କରାଯାଉଛି। ବିଧାନସଭାରେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଦେଇଥିବା ସୂଚନା ଅନୁସାରେ ଦେବଗଡ଼ କେନ୍ଦୁଝର , ସୁନ୍ଦରଗଡ଼,ନବରଙ୍ଗପୁର , ଅନୁଗୁଳ, କୋରାପୁଟ,…

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଓ ନୃତ୍ୟ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କୁ ଛାଡ଼ପତ୍ର ପ୍ରଦାନ କରିଛନ୍ତି…

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଓ ନୃତ୍ୟ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କୁ ମୁମ୍ବାଇର ଏକ ପାରିବାରିକ ଅଦାଲତ ଛାଡ଼ପତ୍ର ପ୍ରଦାନ କରିଛନ୍ତି। କୋର୍ଟ ଛାଡ଼ପତ୍ରର ନିର୍ଦ୍ଦେଶକୁ ମଞ୍ଜୁର କରିଛନ୍ତି। କୋର୍ଟ ଉଭୟ ପକ୍ଷର ମିଳିତ ଆବେଦନକୁ ଗ୍ରହଣ କରିଛନ୍ତି। କୋର୍ଟ ବାହାରେ ଆଇନଜୀବୀ ନୀତିନ…

ଏହି ସବୁ ଜିଲ୍ଲାକୁ କାଳବୈଶାଖୀ ଆଶଙ୍କା

ଆଭ୍ୟନ୍ତରୀଣ ଓଡ଼ିଶାରୁ ଦକ୍ଷିଣ ବିଦର୍ଭ ପର୍ଯ୍ୟନ୍ତ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହି ନିମ୍ନ ଚାପରେଖା ଏବଂ ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟର ଉପସ୍ଥିତି ପ୍ରଭାବରେ ଦେଶର ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ଭାଗ ଯଥା ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ବିହାର, ଛତିଶଗଡ଼, ପୂର୍ବ…

ମାର୍ଚ୍ଚ ୨୪ ତାରିଖ ଠାରୁ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକିୟା ଆରମ୍ଭ

ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ…

ବିଶ୍ୱରେ ସବୁଠୁ ଖୁସି ଦେଶ ଫିନଲ୍ୟାଣ୍ଡ୍

ବିଶ୍ୱରେ ସବୁଠୁ ଖୁସି ଦେଶ ହେଉଛି ଫିନଲ୍ୟାଣ୍ଡ୍ । ଏହି ଦେଶ କ୍ରମାଗତ ଭାବେ ୮ ବର୍ଷ ହେଲା ବିଶ୍ୱ ଖୁସି ରାଙ୍କିଙ୍ଗରେ ଶୀର୍ଷ ସ୍ଥାନ ବଜାୟ ରଖୁଛି । ଜାତିସଂଘର ଅନ୍ତର୍ଜାତୀୟ ଖୁସି ଦିବସରେ ପ୍ରକାଶିତ ବିଶ୍ୱ ଖୁସି ତାଲିକାରୁ ଏହା ଜଣାଯାଇଛି। ଏହି ରାଙ୍କିଙ୍ଗ‌ରେ ଭାରତ ୧୧୮ତମ ସ୍ଥାନରେ…

ବିଧାନସଭାରେ ବାଜିଲା ଘଣ୍ଟ,ଦିନ ସାଢେ ୧୧ଟା ଯାଏଁ ମୁଲତବି

ବିଧାନସଭାରେ ବାଜିଲା ଘଣ୍ଟ । ବିଧାନସଭାକୁ ମୁଲତବି ଘୋଷଣା କଲେ ବାଚସ୍ପତି । ଆଜି ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଚାଲିପାରିନି ବିଧାନସଭା । ଆଉ ବିଧାନସଭାରେ ଦେଖିବାକୁ ମିଳିଛି ବିରୋଧୀଙ୍କ ନିଆରା ପ୍ରତିବାଦ । କଂଗ୍ରେସ ବିଧାୟକମାନେ କଳାସାର୍ଟ ଆଉ କଳାବ୍ୟାଚ୍ ପିନ୍ଧିବା ସହିତ ଘଣ୍ଟ ବଜେଇ…

ଆଜିର ରାଶିଫଳ

ମେଷ : ଅଷ୍ଟମ ଚନ୍ଦ୍ରଜନିତ ସମସ୍ୟା ଲାଗିରହିବା କାରଣରୁ ଗତକାଲିଠାରୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ପରିବାରର ଖର୍ଚ୍ଚ ପରିମାଣ ବଢ଼ି ବଢ଼ି ଯିବା ହେତୁ ଚିନ୍ତିତ ରହିପାରନ୍ତି। ଆର୍ଥିକ ଅଭିବୃଦ୍ଧି ସକାଶେ…

ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ

ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରୂପ ଦେଖାଯାଇଛି। ଉପଖଣ୍ଡର ରାଇରଙ୍ଗପୁର ପୌରପରିଷଦ, ରାଇରଙ୍ଗପୁର ବ୍ଲକ୍, ବିଜାତଳା, କୁସୁମୀ, ଜାମଦା, ବହଳଦା ପ୍ରଭୃତି ବ୍ଳକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ଝଡ଼ ତୋଫାନ, ବର୍ଷା ସହିତ କୁଆ ପଥର ମାଡ…

ସାରା ରାଜ୍ୟରେ ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ

କାଲିଠୁ ସକାଳୁଆ ସ୍କୁଲ । ସାରା ରାଜ୍ୟରେ ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ । ଅସହ୍ୟ ଖରା ଓ ଗୁଳୁଗୁଳି ପାଇଁ ତାରିଖ ଓ ସମୟରେ ପରିବର୍ତ୍ତନ କରାଯାଇଛି । ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬ଟା…

ଭାରତୀୟ କ୍ରିକେଟ ଦଳ ପାଇଁ ବିସିସିଆଇ ୫୮ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି

ଆଇସିସି ଚାମ୍ପିଅନ୍ସ ଟ୍ରଫି ଜିତିଥିବା ଭାରତୀୟ କ୍ରିକେଟ୍ ଦଳ ଉପରେ କୋଟି କୋଟି ଟଙ୍କା ବର୍ଷା ହେବାକୁ ଯାଉଛି। ଭାରତୀୟ କ୍ରିକେଟ ଦଳ ପାଇଁ ବିସିସିଆଇ ୫୮ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି। ଭାରତ ମାର୍ଚ୍ଚ ୯ ତାରିଖରେ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ଚାମ୍ପିଅନ୍ସ ଟ୍ରଫି…