ରାଜ୍ୟସଭା ଟିକେଟ ପାଇବା ପରେ ପ୍ରତିକ୍ରିୟା ରଖିଲେ ବିଜେଡ଼ି ପ୍ରାର୍ଥୀ ସଂତୃପ୍ତ ମିଶ୍ର
ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କୃତଜ୍ଞତା ଜଣାଇଲେ ସଂତୃପ୍ତ ମିଶ୍ର। ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଖଙ୍କୁ କୃତଜ୍ଞତା ଜଣାଇବା ସହ ମୋତେ ମିଳିଥିବା ଗୁରୁ ଦାୟିତ୍ୱ ସମ୍ପାଦାନ କରିବି ବୋଲି କହିଛନ୍ତି। ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ…