ଆସନ୍ତା ୧୩ ଓ ୧୪ ତାରିଖରେ ପୁଣି ଥରାଇବ ଶୀତ
ଆସନ୍ତା ୧୩ ଓ ୧୪ ତାରିଖରେ ପୁଣି ଥରାଇବ ଶୀତ । ଶନିବାର ରାତିରେ ଶୀତ କମିଥିଲା। ରବିବାର ବି ଶୀତ କମ୍ ରହିଛି କିନ୍ତୁ ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାରଦ ପୁଣି ତଳମୁହାଁ ହେବ। ଅଧିକ ଶୀତ ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି।
ସୋଆ ଜଳବାୟୁ…