ଗିରଫ ହୋଇଛି ରାଜା ଚକ୍ରଙ୍କ ସହଯୋଗୀ ସୁଶାନ୍ତ ସାମଲ

ସୁଶାନ୍ତ ସାମଲକୁ କେନ୍ଦୁଝରରୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW । ସୁଶାନ୍ତ ରାଜା ଚକ୍ରଙ୍କ କୋଟି କୋଟି ଟଙ୍କା ବିଭିନ୍ନ ସ୍ଥାନରେ ଲୁଚାଇ ରଖିବାରେ ସହଯୋଗ କରିଥିଲେ । ବେନାମୀ ସମ୍ପତ୍ତି ବିନିଯୋଗ କରିବା ସହିତ ଅର୍ଥ ହେରଫେରରେ ସୁଶାନ୍ତଙ୍କ ସମ୍ପୃକ୍ତି ଥିବା ଜାଣିବା ପରେ କ୍ରାଇମବ୍ରାଞ୍ଚ…

ଅଲଗା ହେଲେ ୟୁଜଭେନ୍ଦ୍ର ଚହଲ-ଧନଶ୍ରୀ ବର୍ମା

ସେଲିବ୍ରିଟି ଦମ୍ପତି ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡ଼ପତ୍ର ରିପୋର୍ଟ ଗତ କିଛି ମାସ ଧରି ଖବରରେ ରହିଛି। ଗୁରୁବାର, ମୁମ୍ବାଇର ବାନ୍ଦ୍ରା ପରିବାର କୋର୍ଟରେ ଉଭୟ ଆନୁଷ୍ଠାନିକ ଭାବରେ ଛାଡ଼ପତ୍ର ହୋଇଥିଲା ବେଳେ ଓକିଲ ଏହା ନିଶ୍ଚିତ କରିଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା…

ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ୨୦ ରୁ ୨୩ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଝଡ, ପବନ ସାଙ୍ଗକୁ ଘଡଘଡି,…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨୨ ମାଓବାଦୀ

ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇ ପୃଥକ୍‌ ସ୍ଥାନରେ ୨୨ ମାଓବାଦୀ ନିହତ ହୋଇଛନ୍ତି। ଗାଙ୍ଗୋଲ ଅଞ୍ଚଳରେ ୧୮ ମାଓବାଦୀ ନିହତ ହୋଇଥିବାବେଳେ କାଙ୍କେରରେ ଆଉ ୪ ମାଓବାଦୀ ନିହତ ହୋଇଛନ୍ତି। ପୋଲିସ…

ଜମୁଛି ହରିରାଜପୁର ପଂଚୁ ଦୋଳ ମେଲଣ

ଓଡ଼ିଶା ପ୍ରସିଦ୍ଧ ହରିରାଜପୁର ପଂଚୁ ଦୋଳ ମେଲଣ । ୨୦୦ ବର୍ଷର ପୂରୁଣା ପରମ୍ପରା । ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ହରିରାଜପୁରରେ ପ୍ରଭୁ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ପୀଠ । ସୋମନାଥଙ୍କ ଦର୍ଶନ କରିବା ସହ ମେଳନ ଦେଖି ମଜା ନେଉଛନ୍ତି ଲୋକ । ମେଳନ ପଡ଼ିଆରେ ୮୫ଟି ବିମାନ ମଣ୍ଡପ…

ଗିରଫ ହେଲେ ବିବାଦୀୟ ୟୁଟ୍ୟୁବର ତପି ମିଶ୍ର

ଗିରଫ ହେଲେ ବିବାଦୀୟ ୟୁଟ୍ୟୁବର ତପି ମିଶ୍ର । ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ପରେ ଗିରଫ କରିଛି ଇନଫୋସିଟି ଥାନା । ଶିବ ତାଣ୍ଡବ ଗୀତକୁ ନେଇ ହୋଇଥିଲା ଅଭିଯୋଗ । ଧମକ ଦେଇ ଦର୍ଶକଙ୍କୁ ଭୟଭୀତ କରୁଥିଲେ ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଥିଲା । ଗତକାଲି ଲେଖିକା ବନସ୍ମିତା ପତି…

ହିଟୱେଭରୁ ମିଳିବ ଆଶ୍ବସ୍ତି, ୨୧ ରୁ ୨୨ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବ ନେଇ ସତର୍କତା

ଭୀଷଣ ଗ୍ରୀଷ୍ମଲହରୀ ବା ହିଟୱେଭ୍ ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିପକାଇଛି। ଓଡ଼ିଶାର ପଶ୍ଚିମଭାଗ ସମେତ ସାରା ରାଜ୍ୟ ଖରା ଓ ଗୁଳୁଗୁଳିରେ ଛଟପଟ ହେଉଥିବାବେଳେ କାଳବୈଶାଖ ପ୍ରଭାବରେ ଆଜିଠାରୁ ୨୩ ତାରିଖ ଯାଏ ଏଥିରୁ ଆଶ୍ବସ୍ତି ମିଳିପାରେ। ୨୦ ତାରିଖ ସକାଳ ଯାଏ ବାଲେଶ୍ବର, ଭଦ୍ରକ, ଯାଜପୁର,…

ଆଜିଠୁ ୨୬ ତାରିଖ ପର୍ଯ୍ୟନ୍ତ କଳାବ୍ୟାଜ୍‌ ପିନ୍ଧି କାର୍ଯ୍ୟ କରିବେ ଆୟୁଷ ଡ଼ାକ୍ତର

ଆସନ୍ତା ୨୬ ତାରିଖ ମଧ୍ୟରେ ସରକାର ଆୟୁଷ ଡାକ୍ତରଙ୍କ ଦାବି ପୂରଣ ନକଲେ ୨୭ରୁ ରାଜ୍ୟବ୍ୟାପୀ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୪୮୫ ଆୟୁଷ ଡାକ୍ତର। ଏହି ପରିପ୍ରେକ୍ଷୀରେ ଆଜିଠୁ ୨୬ ତାରିଖ ପର୍ଯ୍ୟନ୍ତ ସମସ୍ତ ଡାକ୍ତର କଳାବ୍ୟାଜ୍‌ ପିନ୍ଧି କାର୍ଯ୍ୟ କରିବେ। ଏ ସମ୍ବନ୍ଧରେ ସଂଘ…

ଆଜି ବିଶ୍ଵ ପଖାଳ ଦିବସ

ଆଜି ପଖାଳ ଦିବସ।ଓଡିଆ ମାନଙ୍କର ପଖାଳ ପ୍ରତି ରହିଥିବା ଆଗ୍ରହ ହେଉଛି ପଖାଳ ଦିବସ । ଏହି ଦିବସର ମହତ୍ଵକୁ  ସମୟକ୍ରମେ ଲୋକମାନେ ମନାଇ ଆସୁଛନ୍ତି । ପଖାଳ ର ଲୋକପ୍ରିୟତାକୁ ଦେଖି ତାରକା ହୋଟେଲ ଗୁଡିକ ମଧ୍ୟ ବ୍ୟବସାୟିକ ଦୃଷ୍ଟି ରଖି ଏହି ଦିବସକୁ ପାଳନ କରୁଛନ୍ତି। ତାରକା ହୋଟେଲରେ…

ଆଜିର ରାଶିଫଳ

ମେଷ ଆଜି ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ଅଭାବ ପୂରଣ ଦିଗରେ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଆତ୍ମୀୟଙ୍କ ସହଯୋଗରେ ପୂର୍ବରୁ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ କାର୍ଯ୍ୟକାରୀ ହେବ। ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ।…