ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଭରସା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି। ସ୍ୱର୍ଗତ…

ବିନା ଟିକେଟ୍‌ରେ ଯାତ୍ରା କରି ଧରାପଡିଲେ ୫୯ ଜଣ, ଗଣିଲେ ୧୭୨୨୫ ଟଙ୍କା

ବିନା ଟିକେଟ୍‌ରେ ଟ୍ରେନରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ସଚେତନ କରିବା ସହ ଷ୍ଟେଶନରେ ବାଣିଜ୍ୟ ଅଭିବୃଦ୍ଧି ନିମନ୍ତେ ଆଜି ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେଶନରେ ଟିକେଟ ଯାଞ୍ଚ ଆରମ୍ଭ ହୋଇଥିଲା। ଖୋର୍ଦ୍ଧା ରେଳ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ-୨ଙ୍କ ନିର୍ଦ୍ଦେଶରେ…

ମୁମ୍ବାଇ ଇଣ୍ଡିଆନ୍ସର ପ୍ରଥମ ମ୍ଯାଚରେ ଅଧିନାୟକତ୍ଵ କରିବେ ସୂର୍ଯ୍ୟକୁମାର ଯାଦବ

ଆଇପିଏଲ ୨୦୨୫ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଥମ ମ୍ୟାଚ ଚେନ୍ନାଇ ସୁପରକିଙ୍ଗସ ସହିତ ରହିଛି । ପ୍ରଥମ ମ୍ୟାଚରେ ସୂର୍ଯ୍ୟକୁମାର ଯାଦବ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ । ମୁମ୍ବାଇର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ମ୍ୟାଚର ବାସନ୍ଦ ଯୋଗୁଁ ପ୍ରଥମ ମ୍ୟାଚ ଖେଳିବାରୁ ବଞ୍ଚିତ…

ନାଗପୁର ହିଂସା ପରେ ମୁହଁ ଖୋଲିଲେ ଆରଏସଏସ ର ବରିଷ୍ଠ ଅଧିକାରୀ

ଆରଏସଏସ’ର ବରିଷ୍ଠ ଅଧିକାରୀ ସୁନୀଲ ଆମ୍ବେକର କହିଛନ୍ତି ମୋଗଲ ରାଜାଙ୍କ ସମାଧିସ୍ଥଳ ନେଇ ନାଗପୁରରେ ବିବାଦ ସୃଷ୍ଟି ହୋଇଥିବା ବେଳେ ଆଜିର ଦିନରେ ଔରଙ୍ଗଜେବ ଅପ୍ରାସଙ୍ଗିକ ଅଟନ୍ତି ଏବଂ ସମାଜ ପାଇଁ କୌଣସି ପ୍ରକାରର ହିଂସା ଶୁଭଙ୍କର ନୁହେଁ। ଔରଙ୍ଗଜେବଙ୍କ ସମାଧିସ୍ଥଳ ହଟାଇବା ଦାବି କରି…

ଗ୍ରୀଷ୍ମପ୍ରବାହ ଯୋଗୁଁ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ରାଜ୍ୟରେ ବଢୁଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ସମୟ ସାରଣୀ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପରିବାର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଲୋକସେବା ଭବନରେ ପହଞ୍ଚିଲେ ନବ ଦାସଙ୍କ ପରିବାର ।  ପୂର୍ବରୁ ସାକ୍ଷାତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଇ-ମେଲ କରିଥିଲେ ନବ ଦାସଙ୍କ ପତ୍ନୀ ମୀନତି ଦାସ । ଏହା ସହ ଡାକ ଜରିଆରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପଠାଇଥିଲେ ।  ବହୁ ଚର୍ଚ୍ଚିତ ନବ ଦାସ…

ସୁନା ଛୁଇଁଲା ୯୦ ହଜାର

କିଛି ଦିନ ପୂର୍ବରୁ ସୁନା ଦରକୁ ନେଇ ଯେଉଁ ଆକଳନ କରାଯାଉଥିଲା ତାହା ଆଜି ସତ ହୋଇଛି। ଭୁବନେଶ୍ବରରେ ୨୪ କ୍ୟାରେଟ୍‌ ସୁନା ଦାମ୍ ୪୪୦ ଟଙ୍କା ବୃଦ୍ଧି ପାଇ ୯୦ ହଜାର ‌ଟଙ୍କା ହୋଇଛି। ପୂର୍ବରୁ ସୁନାକୁ ଏଭଳି ସ୍ତରରେ ଆଗରୁ କେବେ ଦେଖିବାକୁ ମିଳିନଥିଲା। ୨୨ କ୍ୟାରେଟ୍ ସୁନା ଦାମ୍ ୪୦୦ ଟଙ୍କା…

ସୁନୀତା ୱିଲିୟମ୍ସଙ୍କ ପ୍ରଶଂସା

୯ ମାସ ପରେ ପୃଥିବୀକୁ ଫେରିଛନ୍ତି ସୁନୀତା ୱିଲିୟମ୍ସ ଓ ବୁଚ୍ ୱିଲମୋର ।  ସୁନୀତା ଓ ବୁଚଙ୍କ ସହ ଅନ୍ୟ ୨ କ୍ରୁ ସଦସ୍ୟ ଆଲେକଜାଣ୍ଡର ଗୋର୍ବୁନୋଭ ଓ ନାନା ମହାକାଶଚାରୀ ନିକ୍ ହେଗ ଫେରିଛନ୍ତି। ଆମେରିକାର ଫ୍ଲୋରିଡା ନିକଟ ସମୁଦ୍ରତଟରେ ସ୍ପେସ୍-ଏକ୍ସ କ୍ରୁ ଡ୍ରାଗନର ସଫଳ ଅବତରଣ ହୋଇଛି ।…

ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫

ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫ । ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି, ତୋଷାଳି ମେଳା ହେବ ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂସ୍କୃତିର ନିଦର୍ଶନ ।…

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ,ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ଚୈତ୍ର ମାସ କୃଷ୍ଣ ପକ୍ଷ ପଞ୍ଚମୀ ତିଥି । ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି…