ଆସନ୍ତା ୨୩ ଏବଂ ୨୪ତାରିଖ ରାଜ୍ୟର ବିଭିନ୍ନ ଅଞ୍ଚଳେର ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଭାରତ ମହାସାଗର ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଭାରତ ମହାସାଗର ଅଞ୍ଚଳରେ ପହଞ୍ଚିବ।…