ଆଜିର ରାଶିଫଳ
ମେଷ : କୈାଣସି ବନ୍ଧୁଙ୍କ ନିକଟରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବା ସକାଶେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। ବନ୍ଧୁ ଅର୍ଥ ସାହାଯ୍ୟର…