ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଗୁଟେରେସ ଏଆଇ ସମ୍ମିଳନୀ ୨୦୨୬ ରେ ଯୋଗଦେବା ପାଇଁ ଭାରତ ଆସିଥିଲେ। ପୂର୍ବରୁ ଗୁଟେରସ ବିଶ୍ୱର ମଙ୍ଗଳ ପାଇଁ ଏବଂ ମାନବଜାତି ସାମ୍ନା କରୁଥିବା ଚ୍ୟାଲେଞ୍ଜକୁ ହ୍ରାସ…