ଗ୍ରୀଷ୍ମ ଋତୁ ଆସିବା ପୂର୍ବରୁ ମହଙ୍ଗା ହେଲାଣି ଏସି
ଦେଶରେ ଏସି (ଏୟାର କଣ୍ଡିସନର) ଦାମ ଶୀଘ୍ର ମହଙ୍ଗା ହେବାକୁ ଯାଉଛି। ଚଳିତ ତ୍ରୟମାସରେ ବ୍ଲୁ ଷ୍ଟାର୍ ଏସି ଦାମ୍ ବଢ଼ାଇବ ବୋଲି କମ୍ପାନିର ପରିଚାଳନା ନିର୍ଦ୍ଦେଶକ ବି ଥିଆଗରାଜନ ସୂଚନା ଦେଇଛନ୍ତି। ଦରବୃଦ୍ଧି ଅପରିହାର୍ଯ୍ୟ ହୋଇପଡ଼ିଛି। ବିଭିନ୍ନ ସାମଗ୍ରୀର ଦରବୃଦ୍ଧି ସମେତ, ଶକ୍ତି…