ଅସୁସ୍ଥ ହୋଇ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହେଲେ ସଲମାନ ଖାନଙ୍କ ପିତା ସଲିମ ଖାନ
ବଲିଉଡ ଇଣ୍ଡଷ୍ଟ୍ରୀର ଜଣାଶୁଣା ପ୍ରସିଦ୍ଧ ଲେଖକ ଏବଂ ବଲିଉଡ ଭାଇଜାନ ସଲମାନ ଖାନଙ୍କ ପିତା ସଲିମ ଖାନଙ୍କ ବିଗିଡିଲା ସ୍ୱାସ୍ଥ୍ୟବସ୍ଥା । ସଲିମ୍ ହଠାତ୍ ଅସୁସ୍ଥ ହୋଇ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସଲମାନ ପିତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖବର ପାଇବା ପରେ ତୁରନ୍ତ ହସ୍ପିଟାଲରେ…