ବଲିଉଡର ତିନି ପ୍ରମୁଖ ସୁପରଷ୍ଟାର ଙ୍କୁ ପାନ ମସଲା ବିଜ୍ଞାପନ ସମ୍ପର୍କରେ କାରଣ ଦର୍ଶାଅ ନୋଟିସ୍ ଜାରି କଲା FDA)

ବଲିଉଡର ତିନି ପ୍ରମୁଖ ସୁପରଷ୍ଟାର ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ସମସ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର ଖାଦ୍ୟ ଓ ଔଷଧ ପ୍ରଶାସନ (FDA) ଅଭିନେତା ଶାହରୁଖ ଖାନ, ଅଜୟ ଦେବଗନ ଓ ଟାଇଗର ଶ୍ରଫଙ୍କୁ ପାନ ମସଲା ବିଜ୍ଞାପନ ସମ୍ପର୍କରେ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି । ଏହି…

ଓଲଟିଲା ଯାତ୍ରୀବାହୀ ବସ୍,୧୨ ମୃତ ୩୭ ଜଣ ଯାତ୍ରୀ ଆହତ

ହଙ୍ଗେରୀର ପୂର୍ବ ଭାଗରେ ଥିବା ଏକ ମୋଟରୱେରେ ଏକ ପୋଲାଣ୍ଡ-ପଞ୍ଜୀକୃତ ପର୍ଯ୍ୟଟକ ବସ୍ ଓଲଟି ପଡ଼ିବା ଫଳରେ ୧୨ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି ଏବଂ ୧୦ ଜଣ ଗୁରୁତର ଆହାତ ହୋଇଛନ୍ତି। ରବିବାର ସକାଳେ ହଙ୍ଗେରୀର ପ୍ରଧାନମନ୍ତ୍ରୀ ପିଟର ମାଗ୍ୟାର (Peter Magyar) ନିଜ ଫେସବୁକ୍ ପୋଷ୍ଟ ମାଧ୍ୟମରେ…

ପଶ୍ଚିମ ସିକ୍କିମରେ ଭୟଙ୍କର ଭୂସ୍ଖଳନ, ବିପଦରେ ୩୮ଟି ପରିବାର

ପଶ୍ଚିମ ସିକ୍କିମରେ ଭୟଙ୍କର ଭୂସ୍ଖଳନ। ଗ୍ୟାଲସିଂ ଜିଲ୍ଲାର ୟୁକସମ୍ ସବ୍ ଡିଭିଜନ୍ ରିମ୍ବି ଓ ସିଙ୍ଗଲିତମ ଅଞ୍ଚଳରେ ବିଶାଳ ଭୂସ୍ଖଳନ ହୋଇଛି। ପାହାଡ଼ରୁ ମାଟି ଓ ପଥର ଲଗାତାର ତଳକୁ ଖସୁଥିବାରୁ ଜନବସତି ସହ ଚାଷଜମି ପ୍ରତି ବିପଦ ବଢ଼ିଛି। ଗତ୧୪ ଶୁକ୍ରବାର ରାତିରୁ ଭୂସ୍ଖଳନ ଆରମ୍ଭ ହୋଇଥିଲା।…

ଦାୟିତ୍ବ ଗ୍ରହଣ କଲେ ଅନ୍ତରୀଣ ଡିଜିପି ବିନୟତୋଷ ମିଶ୍ର,କିଭଳି ପର୍ବପର୍ବାଣୀ ଶାନ୍ତି ଶୃଙ୍ଖଳାର ସହ ପାଳନ ହେବ ପୋଲିସ…

ଦାୟିତ୍ବ ଗ୍ରହଣ କଲେ ଅନ୍ତରୀଣ ଡିଜିପି ବିନୟତୋଷ ମିଶ୍ର । କଟକ ସ୍ଥିତ ପୋଲିସ ମୁଖ୍ୟାଳୟ ଆସି ବିଧିବଦ୍ଧ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ଅନ୍ତରୀଣ ପୋଲିସ ଡିଜି ବିନୟତୋଷ ମିଶ୍ର ।କାର୍ଯ୍ୟରେ ଯୋଗ ଦେବା ପରେ ଅନ୍ତରୀଣ ଡିଜି ବିନୟତୋଷ ମିଶ୍ର କହିଛନ୍ତି, ଏବେ ଗୁରୁତ୍ୱପୂର୍ଣ୍ଣ ଦିଗ ଗୁଡିକ…

ରାଜ୍ୟରେ ପ୍ରବଳ ବର୍ଷା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ ,

୩ ଦିନ ବଡ଼ ବର୍ଷା ।  ଆଜିଠୁ ଆସନ୍ତା ୧୮ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।  ଏଥିପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ଏନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି । ସମସ୍ତ ଅଧିକାରୀଙ୍କ ଛୁଟିକୁ ବାତିଲ କରାଯାଇଛି ।  ୩…

ପ୍ରବଳ ବର୍ଷା,କେନ୍ଦୁଝର ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ

କେନ୍ଦୁଝର ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ନେଇ ଘୋଷଣା କରାଯାଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିବା ପରେ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି । ବର୍ଷା ପାଇଁ କେନ୍ଦୁଝର ଜିଲ୍ଲାକୁ ଦିଆଯାଇଛି ରେଡ…

ଟ୍ବିନ ସିଟିରେ ଲଗାଣ ବର୍ଷା,ରାଜ୍ୟର ୧୬ଟି ଜିଲ୍ଲା ପାଇଁ ଆଗାମୀ ୩ ଘଣ୍ଟା ୟେଲୋ ୱାର୍ଣ୍ଣିଂ ଜାରି

ଟ୍ବିନ ସିଟିରେ ଲଗାଣ ବର୍ଷା। କଟକ ଓ ଭୁବନେଶ୍ୱରରେ ସକାଳୁ ଆରମ୍ଭ ହୋଇଯାଇଛି ଝିପିଝିପି ବର୍ଷା । ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୧୬ଟି ଜିଲ୍ଲା ପାଇଁ ଆଗାମୀ ୩ ଘଣ୍ଟା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ,…

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ,ରାଜ୍ୟରେ ତିନି ଦିନ ବର୍ଷା

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଉତ୍ତର ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଫଳରେ ରାଜ୍ୟରେ…

ଜାଣନ୍ତୁ ରାଶି ଅନୁସାରେ କିପରି କଟିବ ଆଜିର ଦିନ

ମେଷ : ଆଜି ମେଷ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ବ୍ୟବସାୟରେ ଆର୍ଥିକ ଲାଭ ମିଳିପାରେ ଏବଂ ବିସ୍ତାର ପାଇଁ ନୂଆ ଯୋଜନା କରିପାରନ୍ତି । ପରିବାରରୁ ସମର୍ଥନ ମିଳିବ । ଅଧିକ କାମ ଯୋଗୁଁ ଚାପ ବଢ଼ିପାରେ, ତେଣୁ ବିଶ୍ରାମକୁ ଗୁରୁତ୍ୱ ଦିଅନ୍ତୁ । ସମ୍ପତ୍ତି ସମ୍ବନ୍ଧୀୟ କାମରେ…

ଗାନ୍ଧୀ ମାର୍ଗରେ ପତକା ଉତ୍ତଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ତିତିକ୍ଷା ଓ…

୮୦ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଚା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମହାତ୍ମା ଗାନ୍ଧୀଙ୍କ ସମେତ ଅନ୍ୟ ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ତିତିକ୍ଷା ଓ ବଳିଦାନକୁ ସ୍ମରଣ କରିଥିଲେ। ସେମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସେହିପରି…