ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ ପରଲୋକ
ଆଉ ନାହାଁନ୍ତି ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ । ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି । ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଲୋକ ପ୍ରିୟ ଜନ ନେତା ଓ…