ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ପାଇଁ ଦୀପାବଳି ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ପାଇଁ ଛୁଟି। ଅର୍ଥାତ୍ ୨୦୨୫ ଅକ୍ଟୋବର ୨୦ ଓ ୨୧ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର ହୋଇଥିବା ସତ୍ତ୍ବେ ଏହି ଦିନ ଛୁଟି ହେବ…