ପନ୍ଦର ବର୍ଷ ଓ ତା’ଠାରୁ ଅଧିକ ବୟସ ବର୍ଗରେ ବେକାରି ହାର ୪.୭ ପ୍ରତିଶତକୁ ହ୍ରାସ ପାଇଛି
ପନ୍ଦର ବର୍ଷ ଓ ତା’ଠାରୁ ଅଧିକ ବୟସ ବର୍ଗରେ ବେକାରି ହାର ୪.୭ ପ୍ରତିଶତକୁ ହ୍ରାସ ପାଇଛି। କେନ୍ଦ୍ର ସରକାର ଜାରି କରିଥିବା ନଭେମ୍ବର ମାସ ତଥ୍ୟରୁ ଏହା ଜଣାପଡ଼ିଛି। ଗତ ଅକ୍ଟୋବର ବେକାରି ହାର ୫.୨ ପ୍ରତିଶତ ଥିଲା। ଗତ ଏପ୍ରିଲ୍ ପରେ ଦେଶରେ ବେକାରି ହାର ସର୍ବନିମ୍ନ ସ୍ତରକୁ ଖସିଛି।…