ଓପିଏସସି ସିଭିଲ ସର୍ଭିସ ପରୀକ୍ଷା ଆଶାୟୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷାଣ,ଏଣିକି ସର୍ବୋଚ୍ଚ ବୟସ…
ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର । ଓପିଏସସି ସିଭିଲ ସର୍ଭିସ ପରୀକ୍ଷା ଆଶାୟୀଙ୍କ ପାଇଁ ସ୍ୱାଧିନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ ଘୋଷାଣ କରିଛନ୍ତି । ଏଣିକି ସର୍ବୋଚ୍ଚ ବୟସ ସୀମା ଯାଏଁ ଅନଲିମିଟେଡ୍ ବା ଅସୀମିତ ସୁଯୋଗ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏବେ…