ମହାନଦୀ ଜଳ ବିବାଦର ସମାଧାନ ପାଇଁ ଆସନ୍ତା ୨୨ ରେ ବସିବ ପ୍ରଥମ ବୈଠକ
ମହାନଦୀ ଜଳ ବିବାଦର ସମାଧାନ ପାଇଁ ଗଠିତ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ଆସନ୍ତା ୨୨ ତାରିଖ ଅପରାହ୍ଣ ୪ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ଏଥିରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତା କରିବେ ଓ କମିଟିର ସଦସ୍ୟ ଏବଂ ଅଧିକାରୀମାନେ ଉପସ୍ଥିତ ରହିବେ ବୋଲି…