ଆଜି ଜାଗର , ହର ହର ମହାଦେବ ନାରାରେ ପ୍ରକମ୍ପିତ ଲିଙ୍ଗରାଜରୁ ଲୋକନାଥ ଓ ଧବଳେଶ୍ବରରୁ କପିଳାସ ପୀଠ
ଆଜି ଜାଗର। ଦେବାଦି ଦେବ ମହାଦେବଙ୍କ ଭକ୍ତଙ୍କ ପାଇଁ ବିଶେଷ ଦିନ। ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ, ହର ହର ମହାଦେବ ନାରାରେ ପ୍ରକମ୍ପିତ ଲିଙ୍ଗରାଜରୁ ଲୋକନାଥ ଓ ଧବଳେଶ୍ବରରୁ କପିଳାସ ପୀଠ। ସଜେଇ ହୋଇଛି ଲିଙ୍ଗରାଜଙ୍କ ମନ୍ଦିର। ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଠାରୁ…