ପିସିସି ସଭାପତି ଭକ୍ତ ଦାସ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ବ ନେବା ଅସମ୍ଭବ ବ୍ୟାପାର – ମହମ୍ମଦ ମୋକିମ

ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ । ୩ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ମିଳିଛି ନେତୃତ୍ୱ । ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମଠାରୁ ପୁରା ଅଲଗା । ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧୀ ପରିବାରକୁ ସମାଲୋଚନା କରିଥିଲେ…

ବହୁ ପ୍ରତୀକ୍ଷିତ “ଗୋଲ୍ଡ କାର୍ଡ” କୁ ଆନୁଷ୍ଠାନିକ ଭାବରେ ଆରମ୍ଭ କଲେ ଟ୍ରମ୍ପ୍, ୧୦ ଲକ୍ଷ ଡଲାର ଦିଅ…

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବୁଧବାର ଦିନ ଘୋଷଣା କରିଛନ୍ତି ଯେ, ତାଙ୍କର ବହୁ ପ୍ରତୀକ୍ଷିତ "ଗୋଲ୍ଡ କାର୍ଡ" ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ଏହି ଯୋଜନା ଅନ୍ତର୍ଗତ, ଜଣେ ବ୍ୟକ୍ତି ୧୦ ଲକ୍ଷ ଡଲାରଦେଇ ଆଇନଗତ ସ୍ଥିତି ଏବଂ ଶେଷରେ ଆମେରିକୀୟ ନାଗରିକତା…

ଇଣ୍ଡିଗୋ ସଙ୍କଟ ନେଇ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା

ଇଣ୍ଡିଗୋ ସଙ୍କଟ ଓ ଏତେ ମାତ୍ରାରେ ବିମାନ ଉଡ଼ାଣ ରଦ୍ଦର ବିଚାରବିଭାଗୀୟ ନିରପେକ୍ଷ ତଦନ୍ତ ପାଇଁ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଛି। ହାଇକୋର୍ଟ ବୁଧବାର ଏହାର ଶୁଣାଣିକରି କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି, ତୁମେ କ’ଣ ଅସହାୟ? ଏଭଳି ସ୍ଥିତି କାହିଁକି…

ଭାରତ ବନାମ ଦକ୍ଷିଣ ଆଫ୍ରିକା, ଦ୍ୱିତୀୟ T20I ଆଜି

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ T20I ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍ ଆଜି (ଡିସେମ୍ବର ୧୧) ଚଣ୍ଡିଗଡ଼ର ମୁଲ୍ଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର ସିଂ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ…

ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ

ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ ଥିବା ନାଇଟ୍ କ୍ଲବ୍ ବିର୍ଚ ବାଇ ରୋମିଓ ଲେନରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ ଏବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କ୍ଲବ୍ ମାଲିକ ସୌରଭ…

ରାଜଧାନୀରେ ପ୍ରବଳ ଥଣ୍ଡା ଅନୁଭୂତ ୯.୬ ଡିଗ୍ରୀ ତଳକୁ ଖସିଛି ରାତିର ତାପମାତ୍ରା

ରାଜଧାନୀରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଗତ ୧୦ ଦିନରେ ୯.୬ ଡିଗ୍ରୀ ତଳକୁ ଖସିଛି ରାତିର ତାପମାତ୍ରା । ଆଜି ଭୋର ୫ଟା ୩୦ରେ ୧୩ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଡିସେମ୍ୱର ୧ରେ ୨୨.୬ ଡିଗ୍ରୀ ସେଲିସୟସ ରେକର୍ଡ କରାଯାଇଥିଲା । ସେହିପରି ଡିସେମ୍ୱର ୨ ତାରିଖରେ ୨୧ ଡିଗ୍ରୀ, ୩…

ଆଜିର ରାଶିଫଳ

ମେଷ: ଏକାଗ୍ର ମନରେ କରୁଥିବା କାମ ଲାଭଦାୟକ ସାବ୍ୟସ୍ତ ହେବ। ଚାକିରିଜୀବୀ ଅଧିକାରୀଙ୍କର ସାହାଯ୍ୟ ପାଇବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ପାରିବାରିକ ଜୀବନରେ ସୁଖୀ ରହିବେ। ‌ ବୃଷ: ଆପଣଙ୍କ ମନ ଘରୋଇ କାମଧନ୍ଦାରେ ଲାଗିବ। ବେପାରରେ ଲାଭ ହେବ। ଦାମ୍ପତ୍ୟ ଜୀବନ ଭଲ ରହିବ।…

ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଟିଭି ଅଭିନେତ୍ରୀ ରୂପଲ ତ୍ୟାଗୀ

ଟିଭି ଅଭିନେତ୍ରୀ ରୂପଲ ତ୍ୟାଗୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ତାଙ୍କର ଦୀର୍ଘଦିନର ପ୍ରେମିକ ନୋମିଶ ଭାରଦ୍ୱାଜଙ୍କୁ ଡିସେମ୍ବର ୫ ତାରିଖରେ ବାହା ହୋଇଥିଲେ। ଏହି ଦମ୍ପତିଙ୍କର ଏକ ଇଣ୍ଟିମେଣ୍ଟ ବିବାହ ହୋଇଥିଲା। ଯେଉଁଥିରେ କେବଳ ଉଭୟ ପରିବାର ଏବଂ ନିକଟତର ବନ୍ଧୁମାନେ ସାମିଲ…

ଶେଖ୍ ହସିନା ସରକାରଙ୍କ ପତନ ପରେ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ନିର୍ଯାତନା ଚରମରେ

ଶେଖ୍ ହସିନା ସରକାରଙ୍କ ପତନ ପରେ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ନିର୍ଯାତନା ଚରମରେ ପହଞ୍ଚିଛି । ଲାଗାତାର ହିନ୍ଦୁଙ୍କ ଉପରେ ଆକ୍ରମଣ ମାମଲା ବୃଦ୍ଧି ପାଉଛି । ବାଂଲାଦେଶରେ ପୁଣି ଥରେ ଦୁଇ ଜଣ ହିନ୍ଦୁଙ୍କୁ ହତ୍ୟା କରାଯାଇଛି । ୧୯୭୧ ମୁକ୍ତିଯୋଦ୍ଧାର ସଂଗ୍ରାମୀ ଓ ତାଙ୍କ…

ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ,ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ କମିଟି…

ତୁଟିବ ମହାନଦୀ ବିବାଦ । ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି । ଏହାସହିତ ୭ ଜଣ ସଦସ୍ୟ ଏହି କମିଟିରେ ସାମିଲ କରାଯାଇଛି । ଓଡ଼ିଶା, ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ…