ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ, ସୁନାମୀ ପାଇଁ ଚୋତାବନୀ ଜାରି
ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ ପାଣିପାଗ ବିଭାଗ ପକ୍ଷରୁ ୭.୬ ତୀବ୍ରତାର ଭୂମିକମ୍ପ ହୋଇଥିବା କଥା ସୂଚନା ଦିଆଯାଇଛି । ଏହାପରେ ବିଭିନ୍ନ ଉପକୂଳରେ ସୁନାମୀ ପାଇଁ ଚୋତାବନୀ ଜାରି କରାଯାଇଛି ।
ଜାପାନରେ ଜୋରଦାର ଭୂମିକମ୍ପ ପରେ ବିଭିନ୍ ଉପକୂଳରେ ଥିବା ଲୋକଙ୍କୁ…