୨ୟ T-20 : ଭାରତକୁ ୫୧ ରନରେ ପରାସ୍ତ କରିଛି ଦକ୍ଷିଣ ଆଫ୍ରିକା
ନ୍ୟୁ ଚଣ୍ଡିଗଡ଼ର ମହାରାଜା ଯାଦବିନ୍ଦ୍ର ସିଂ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମଠାରେ ଖେଳାଯାଉଥିବା ୨ୟ T-20ରେ ଭାରତକୁ ୫୧ ରନରେ ପରାସ୍ତ କରିଛି ଦକ୍ଷିଣ ଆଫ୍ରିକା । ଏହା ସହିତ ଏହି ସିରିଜ ଏବେ ୧-୧ରେ ବରାବର ହୋଇଯାଇଛି । ଦକ୍ଷିଣ ଆଫ୍ରିକା ଦ୍ବାରା ରଖାଯାଇଥିବା ୨୧୪ ରନର ଲକ୍ଷ୍ୟ ଜବାବରେ…