ହଂକଂ ଅଗ୍ନିକାଣ୍ଡ: ମୃତ୍ୟୁ ସଂଖ୍ୟା ୯୪କୁ ବୃଦ୍ଧି

ଚୀନର ସ୍ବତନ୍ତ୍ର ପ୍ରଶାସନିକ ଅଞ୍ଚଳ ହଂକଂର ତାଇ ପୋ ଜିଲାରେ ଘଟିଥିବା ଅଗ୍ନିକାଣ୍ଡର ଉଦ୍ଧାର କାର୍ଯ୍ୟ ଗୁରୁବାର ଦ୍ବିତୀୟ ଦିନରେ ଜାରି ରହିଛି। ଏହି ଅଗ୍ନିକାଣ୍ଡ ଘଟଣାରେ ୩ଜଣ ନିର୍ମାଣ ଶ୍ରମିକଙ୍କୁ ଗିରଫ କରାଯାଇଛି।ଘଟଣାରେ ଏଯାବତ ମୃତ୍ୟୁ ସଂଖ୍ୟା ୯୪କୁ ବୃଦ୍ଧି ପାଇଥିବା ସୂଚନା ମିଳିଛି ।…

କେଶ ଓ ତ୍ବଚାର ସ୍ବାସ୍ଥ୍ୟ ପାଇଁ ଉପକାରୀ କଞ୍ଚା ଭୁର୍ସଙ୍ଗ ପତ୍ର

ଏବେ କେଶ ଝଡ଼ିବା ଯୁବପିଢ଼ିଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ। ତେବେ ଭୁର୍ସଙ୍ଗ ପତ୍ର ଖାଲି ରୋଷେଇରେ ବ୍ୟବହାର ହୁଏନି, ଏହାକୁ ‌ସୌନ୍ଦର୍ଯ୍ୟ ଓ ପ୍ରସାଧନରେ ମଧ୍ୟ ବ୍ୟବହାର କରାଯାଏ। ଏହା ଶରୀର ସାଙ୍ଗକୁ କେଶ ଓ ତ୍ବଚାର ସ୍ବାସ୍ଥ୍ୟ ପାଇଁ ବି ଉପକାରୀ। କାରଣ ଭୁର୍ସଙ୍ଗ ପତ୍ରରେ ଭରି ରହିଛି…

ସାରା ରାଜ୍ୟରେ ଥଣ୍ଡାର ପ୍ରକୋପ, ଜାଡ଼ ମାଡ଼ରେ ଅସ୍ତବ୍ୟସ୍ତ ଜନଜୀବନ

ଖସୁଛି ପାରଦ, ବଢୁଛି ଶୀତ । ସାରା ରାଜ୍ୟରେ ଏବେ ଲାଗିରହିଛି ଥଣ୍ଡାର ପ୍ରକୋପ ।   ଦିନ ୪ଟା ପରେ ବାହାରକୁ ବାହାରିଲେ ଦେହ ହାତ ଥରିଯାଉଛି  ।  ସନ୍ଧ୍ୟା ହେଲେ ତ ଜାଡ଼ ମାଡ଼ରେ ଅସ୍ତବ୍ୟସ୍ତ ହୋଇଯାଉଛି ଜନଜୀବନ ।  ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଠି ପ୍ରବଳ ଥଣ୍ଡା  । କିଛି ଜାଗାରେ…

ଆଜିର ରାଶିଫଳ

ମେଷ: ସକାରାତ୍ମକ ଦୃଷ୍ଟିକୋଣରେ ଜରୁରୀ କାମ ପୂରା ହେବ। ଡ଼ାକ୍ତରଙ୍କର ସମାଜରେ ନାମ ଉଚ୍ଚା ରହିବ। କାହାରି ମାମଲାରେ ଦଖଲ ଦିଅନ୍ତୁ ନାହିଁ। ଏକାନ୍ତରେ ଅଧ୍ୟୟନ କରନ୍ତୁ ପଢ଼ିବାରେ ମନ ଲାଗିବ। ‌ ବୃଷ: ପୂର୍ବରୁ କରିଥିବା ନିବେଶର ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କର ସମାଜରେ…

ଆସନ୍ତାକାଲି ଫିଲ୍ମ ଫ୍ରାଇଡ଼େ ପରଦାକୁ ଆସିବ କ୍ରିତି ସାନନଙ୍କ ଫିଲ୍ମ ‘ତେରେ ଇଶ୍କ ମେଁ

ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ମୁକ୍ତିଲାଭ କରିବ କ୍ରିତି ସାନନଙ୍କ ଅପ୍କମିଙ୍ଗ ଫିଲ୍ମ ‘ତେରେ ଇଶ୍କ ମେଁ’। ଫିଲ୍ମରେ ତାଙ୍କ ଅପୋଜିଟରେ ଅଛନ୍ତି ସାଉଥ୍ ସୁପରଷ୍ଟାର୍ ଧନୁଷ । ତେବେ ବୁଧବାର ବାରାଣସୀର ଆଇପି ମଲ ଫିଲ୍ମର ଟ୍ରେଲର୍ ରିଲିଜ୍ ହୋଇଛି । ଏହା ପରେ କ୍ରିତି ଓ ଧନୁଷ ବାବା…

ସେନ୍‌ସେକ୍ସ ୧୦୨୩ ପଏଣ୍ଟ ବୃଦ୍ଧି ପାଇ ୮୫,୬୧୦ ପଏଣ୍ଟରେ ବନ୍ଦ ହୋଇଛି

ବହୁଦିନ ପରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନସେକ୍ସ ଗୋଟିଏ ଦିନରେ ୧୦୦୦ ପଏଣ୍ଟରୁ ଅଧିକ ବଢ଼ିଛି। ବୁଧବାର ସେନ୍‌ସେକ୍ସ ୧୦୨୩ ପଏଣ୍ଟ ବୃଦ୍ଧି ପାଇ ୮୫,୬୧୦ ପଏଣ୍ଟରେ ବନ୍ଦ ହୋଇଛି। ଏହାର ପ୍ରଭାବରେ ନିବେଶକମାନଙ୍କୁ ୬ ଲକ୍ଷ କୋଟି ଟଙ୍କାର ଫାଇଦା ମିଳିଛି। ଷ୍ଟକ୍ ବଜାରରେ ତାଲିକାଭୁକ୍ତ ଥିବା…

ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର

ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଛନ୍ତି  । ରାଷ୍ଟ୍ରପତି କହିଥିଲେ, “ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ମୁଁ ଏଠାରେ ପହଞ୍ଚି ପାରି ନ ଥାନ୍ତି।” ସେ ସ୍ମରଣ କରି କହିଥିଲେ ଯେ ସେ…

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଥମଥର ପାଇଁ ବିଧାନସଭାରେ ଦେବେ ଉଦ୍‌ବୋଧନ

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ।   ପ୍ରଥମଥର ପାଇଁ ବିଧାନସଭାରେ ଉଦ୍‌ବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବରୁ କୌଣସି ରାଷ୍ଟ୍ରପତି ବିଧାନସଭାରେ ଉଦ୍‌ବୋଧନ ଦେଇନଥିଲେ । ତେଣୁ ରାଷ୍ଟ୍ରପତିଙ୍କ…

ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ, ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବୀ

ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଆରମ୍ଭ ରୁ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ପୂର୍ବତନ ସଦସ୍ୟ ହେମେନ୍ଦ୍ର…

ଓଡ଼ିଶାରୁ ଅଧିକ ୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ(ଚାଉଳ ଆକାର)ରେ କିଣିବ ଏଫସିଆଇ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ଭାରତୀୟ ଖାଦ୍ୟ ନିଗମ ବା ଏଫସିଆଇ ଓଡ଼ିଶାରୁ ଅତିରିକ୍ତ ୮ ଲକ୍ଷ ମେଟ୍ରିକ୍ ଟନ୍ ତଥା ମୋଟ ୫୮ ଲକ୍ଷ ଧାନ(ଚାଉଳ ଆକାରରେ) କିଣିବ ବୋଲି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ…