ରାଜ୍ୟ ସରକାରଙ୍କ ଯୋଜନା , ନବମ -ଦଶମ ପିଲାଙ୍କୁ ମିଳିବ ମାଗଣା ଭୋଜନ

ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ସବୁ ପିଲାଙ୍କୁ ମିଳିବ । ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଏହି ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ରାଜ୍ୟରେ ମମତା ଓ…

ଜେଇଇ ମେନ ପ୍ରଥମ ସେସନର ପରୀକ୍ଷାଫଳ ପ୍ରକାଶ

ଜାତୀୟ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଜେଇଇ ମେନ ୨୦୨୫ ପ୍ରଥମ ସେସନର ପରୀକ୍ଷାଫଳ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ jeemain.nta.nic.inରେ ଏହି ପରୀକ୍ଷାର ଫଳାଫଳ ପାଇପାରିବେ । ଏହି ଓ୍ବେବସାଇଟରୁ ପରୀକ୍ଷାର୍ଥୀମାନେ ସ୍କୋରକାର୍ଡ ଡାଉନଲୋଡ କରିପାରିବେ ।ଜେଇଇ ମେନ୍ ସେସନ-୧ ପେପର-୧…

ବାରବାଟୀରେ ହେବ ପ୍ରତିବର୍ଷ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍

ଫେବୃଆରୀ ୯ ତାରିଖରେ ଭାରତ-ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ୍ ବାରବାଟୀ ଷ୍ଟାଡିୟମରେ ସଫଳତାର ସହିତ ଶେଷ ହୋଇଛି। କେବଳ ମ୍ୟାଚ୍ ସମୟରେ ଫ୍ଲଡ୍ ଲାଇଟ୍ ଖରାପ ହେବା ଘଟଣାକୁ ଛାଡିଦେଲେ ବାକି ସବୁକିଛି ଯୋଜନା ମୁତାବକ ଚାଲିଥିଲା। ଏହି ଘଟଣା ସମ୍ପର୍କରେ ମଙ୍ଗଳବାର ରାଜ୍ୟ କ୍ରୀଡ଼ା…

ଏଆଇ ଅନ୍ୟ ଟେକ୍ନୋଲୋଜିଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏବଂ ଏଥିପାଇଁ ସତର୍କ ରହିବାର ଆବଶ୍ୟକତା ରହିଛି –…

ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସହ ବହୁ ପ୍ରତୀକ୍ଷିତ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ମିଳିତ ଭାବେ ଅଧ୍ୟକ୍ଷତା କରିଛନ୍ତି। ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଏଆଇ ଅନ୍ୟ ଟେକ୍ନୋଲୋଜିଠାରୁ…

କେନ୍ଦ୍ରର ନୋଟିସ ପରେ ରଣବୀର ଆଲ୍ଲାହବାଦିଆଙ୍କ ଭିଡିଓକୁ ଡିଲିଟ୍‌ କରିଛି ୟୁଟ୍ୟୁବ୍‌

କେନ୍ଦ୍ରର ନୋଟିସ ପରେ ସୋସିଆଲ ମିଡ଼ିଆ ଇନ୍‌ଫ୍ଲୁଏନ୍ସର ରଣବୀର ଆଲ୍ଲାହବାଦିଆଙ୍କ ଭିଡିଓକୁ ଡିଲିଟ୍‌ କରିଛି ୟୁଟ୍ୟୁବ୍‌। ହାସ୍ୟ ଅଭିନେତା ସମୟ ରାଇନାଙ୍କ ଦ୍ୱାରା ପରିଚାଳିତ ୟୁଟ୍ୟୁବ୍ ରିୟଲିଟି ସୋ’ ‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ’‌ରେ ଆଲ୍ଲାହବାଦିଆ କହିଥିଲେ, ତୁମେ ତୁମର ପିତାମାତାଙ୍କୁ ସାରା…

୧୦ ଗ୍ରାମକୁ ୮୮ ହଜାର ପାର କଲାଣି, ଅଳଙ୍କାର ପ୍ରିୟ ଲୋକଙ୍କ ପାଇଁ ଏକ ବିରାଟ ସମସ୍ୟା

ସୁନା ଦର ବୃଦ୍ଧି ଅଳଙ୍କାର ପ୍ରିୟ ଲୋକଙ୍କ ପାଇଁ ଏକ ବିରାଟ ସମସ୍ୟା ହୋଇ ଛିଡ଼ା ହୋଇଛି। ମଙ୍ଗଳବାର ସୁନା ଦର ପୁଣି ବଢ଼ିଛି। ସାରା ବିଶ୍ବରେ ବଢ଼ି ବଢ଼ି ଚାଲିଛି ସୁନା ଦର। ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ମୂଲ୍ୟ। ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମକୁ ୮୮ ହଜାର ପାର କଲାଣି। ଆଗକୁ ସୁନା ଦର ୯୦…

ଦୁଇ ବନ୍ଧୁଙ୍କ ଛୋଟିଆ ପ୍ରୟାସ ଗଢିପରେ ଅନେକ ପିଲାଙ୍କ ଭବିଷ୍ୟତ

ନିରାକରପୁରର ଜଣେ ସଫଳ ଯୁବନେତା ଓ ତାଙ୍କ ବନ୍ଧୁଙ୍କ ଛୋଟିଆ ପ୍ରୟାସ ଗଢିପରେ ଅନେକ ପିଲାଙ୍କ ଭବିଷ୍ୟତ |ନିଜ ଅଞ୍ଚଳ ଯୁବପିଢିଙ୍କ ପାଇଁ କିଛି କରିବାର ଇଚ୍ଛା ଓ ଆଶା ଆଜି ପୂରଣ ହୋଇଛି | ଯୁବନେତା ଦୁର୍ଗାପ୍ରସାଦ ନାଥଶର୍ମା ଓ ତାଙ୍କ ବନ୍ଧୁ ଦେବୀ ପ୍ରସାଦ ପଟ୍ଟନାୟକଙ୍କ ପ୍ରୟାସ ରେ ନିରାକରପୁର…

ମା ଭୈରବୀ ପୀଠରେ କ୍ଷେତ୍ରବାସୀ ଏକାଡେମୀ ହାଇସ୍କୁଲ ପୂରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

ନିରାକାରପୁର:  କାଶୀପୁର ନିକଟସ୍ଥ ପ୍ରସିଦ୍ଧ ମା ଭୈରବୀଙ୍କ ଶକ୍ତି ପୀଠରେ  ନିରାକାରପୁର କ୍ଷେତ୍ରବାସୀ ଏକାଡେମୀ ( ହାଇସ୍କୁଲ) 1995 ବ୍ୟାଚର ଛାତ୍ରଛାତ୍ରୀମାନେ ବନ୍ଧୁମିଳନ ଉତ୍ସବ ପାଳନ କରିଛନ୍ତି । ବନ୍ଧୁମିଳନ , ବଣଭୋଜି ପାଇଁ ସ୍ଥାନୀୟ ଅଂଚଳରେ ବେଶ ପରିଚିତ ମା ଭୈରବୀଙ୍କ ପୀଠରେ ମା…

ସ୍ବର୍ଣ୍ଣମନ୍ଦିରରେ ଭିକି କୌଶଲ ଓ ରଶ୍ମିକା ମନ୍ଦାନା

ବଲିଉଡ୍‌ ଅଭିନେତା ଭିକି କୌଶଲ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଫିଲ୍ମ ‘ଛାବା’ ଫେବୃଆରୀ ୧୪ରେ ମୁକ୍ତିଲାଭ କରିବ। ଏହା ପୂର୍ବରୁ ୨ କଳାକାର ସୋମବାର ଫିଲ୍ମର ପ୍ରମୋଶନ ପାଇଁ ପଞ୍ଜାବର ଅମୃତସରସ୍ଥିତ ସ୍ବର୍ଣ୍ଣମନ୍ଦିର ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହାର କିଛି ଫଟୋକୁ…

ରାତିରେ ଶୀତ , ଦିନରେ ଖରା

ରାତିରେ ଶୀତ ଅନୁଭୂତ ହେଉଥିଲେ ମଧ୍ୟ ଦିନରେ ଖରା ପ୍ରକୋପ ବଢ଼ୁଛି। ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା କେତେକ ସ୍ଥାନରେ ୧୦ ଡିଗ୍ରୀ ତଳେ ରହିଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରାଜ୍ୟରେ ସବୁଠୁ…