୨ ଦିନିଆ ପ୍ୟାରିସ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ୟାରିସରେ ପହଞ୍ଚିଛନ୍ତି । ସେଠାରେ ମୋଦିଙ୍କୁ ଏଲିସି ପ୍ୟାଲେସରେ ଭବ୍ୟ ସ୍ଵାଗତ କରିଛନ୍ତି ଫ୍ରାନ୍ସ ରାଷ୍ଟ୍ରପତି ଇମ୍ମାନୁଏଲ୍ ମାକ୍ରନ । ଏଲିସି ପ୍ୟାଲେସରେ ମୋଦି ରାତ୍ରୀଭୋଜନ କରିବା ସହ ଭାରତ ଓ ଫ୍ରାନ୍ସ ମଧ୍ୟରେ ଦ୍ଵିପାକ୍ଷିକ ସମ୍ପର୍କ ମଜଭୁତ୍ ନେଇ…

ଆଜିଠୁ ଆରମ୍ଭ ପ୍ରସିଦ୍ଧ ଯୋରନ୍ଦା ମାଘ ମେଳା

ଆଜିଠୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଯୋରନ୍ଦା ମାଘ ମେଳା। ସେଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ପାଗ ଅନୁକୁଳ ଥିବାରୁ ମାଘ ମେଳାକୁ ଲକ୍ଷାଧିକ ମହିମା ସାଧୁ ଓ ଭକ୍ତଙ୍କ ସମାଗମ ହେବ। ବିଶେଷ କରି ନେପାଳ, ଆସାମ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିହାର,…

ଜାଣନ୍ତୁ ଆଜି କେଉଁ ରାଶିକୁ ମିଳିବ ଖୁସି ଖବର ?

ମେଷ : ଆଜି ଅନୁକୂଳ ଗ୍ରହ ସ୍ଥିତିରୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ ଏବଂ ସ୍ଥଗିତ କାମ ପୂରା ଦମ୍‍ରେ କରିବା ପାଇଁ ନିଷ୍ପତ୍ତି ନେବେ । ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। କଳ କାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ୍‍ ବ୍ୟବସାୟରୁ ଲାଭବାନ୍‍ ହେବେ। କିନ୍ତୁ ଅଶ୍ଳେଷା ନକ୍ଷତ୍ର ସବୁ…

ଅଯୋଧ୍ୟାରେ ବି ଶ୍ରଦ୍ଧାଳୁଙ୍କ ଭିଡ଼ ବଢ଼ିବାରେ ଲାଗିଛି,ପ୍ରାୟ ୩ କିଲୋମିଟର ଲମ୍ବା ଧାଡ଼ି ଲାଗିଛି

ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ଯୋଗୁଁ କାଶୀ ଓ ଭଗବାନ ରାମଙ୍କ ସହର ଅଯୋଧ୍ୟାରେ ବି ଶ୍ରଦ୍ଧାଳୁଙ୍କ ଭିଡ଼ ବଢ଼ିବାରେ ଲାଗିଛି। କୁମ୍ଭମେଳା ପାଇଁ ବିଦେଶ ଓ ଦେଶର ବିଭିନ୍ନ ରାଜ୍ୟରୁ ଆସୁଥିବା ଶ୍ରଦ୍ଧାଳୁମାନେ ମଧ୍ୟ ଅଯୋଧ୍ୟା ଆସୁଛନ୍ତି। କ୍ରମାଗତ ଭାବେ ବହୁ ସଂଖ୍ୟକ…

ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳିମାନେ ଭୁବନେଶ୍ୱର ଛାଡିଛନ୍ତି

ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳିମାନେ ଭୁବନେଶ୍ୱର ଛାଡିଛନ୍ତି। ଫେବ୍ରୁଆରି ୧୨ରେ ଅହମ୍ମଦାବାଦରେ  ସେମାନେ ତୃତୀୟ ଏକଦିବସୀୟ ମ୍ୟାଚ୍ ଖେଳିବେ। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ତୃତୀୟ ତଥା ଶେଷ ଏକଦିବସୀୟ ମ୍ୟାଚ୍ ଖେଳିବା ପାଇଁ ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳିମାନେ ଏକ…

ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି

ଆସନ୍ତ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.in ୱେବସାଇଟକୁ ଯାଇ ନିଜର ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ମାଟ୍ରିକ ସମେତ ଏସଓଏସସି ଏବଂ ମଧ୍ୟମା ପରୀକ୍ଷାର…

ମହାକୁମ୍ଭ ମେଳାକୁ ଯିବା ପାଇଁ ଭୟ କରୁଛନ୍ତି ଭାରତୀ

ଉତ୍ତରପ୍ରଦେଶର ପ୍ରୟାଗରାଜରେ ବିଶ୍ୱର ସର୍ବବୃହତ ଧାର୍ମିକ ମହୋତ୍ସବ ମହାକୁମ୍ଭ ମେଳା ଚାଲିଥିବାବେଳେ ଅନେକ ବଲିଉଡ୍‌ ସେଲିବ୍ରିଟି ଏଥିରେ ଯୋଗଦେଇ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଉଛନ୍ତି। ଅଭିନେତା ସୋନୁ ସୁଦ୍‌, ରାଜକୁମାର ରାଓ, ଅନୁପମ ଖେର, ମିଲିନ୍ଦ ସୋମନ ଏବଂ ଅଭିନେତ୍ରୀ ହେମା…

ବାରବାଟୀରେ ବିଜୁଳି ବିଭ୍ରାଟ ପାଇଁ ଓସିଏକୁ କାରଣ ଦର୍ଶାଅ ନୋଟିସ ମାଗିଲେ ରାଜ୍ୟ ସରକାର

ବାରବାଟୀ ଫ୍ଲଡ୍ ଲାଇଟ୍ ବିଭ୍ରାଟ ନେଇ ସୋ କଜ୍ ନୋଟିସ୍ ।  ଓସିଏକୁ କାରଣ ଦର୍ଶାଅ ନୋଟିସ ମାଗିଲେ ରାଜ୍ୟ ସରକାର।  କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ନୋଟିସ ଜାରି ହୋଇଛି ନୋଟିସ। କାହିଁକି ଫ୍ଲଡ୍ ଲାଇଟ୍ ବିଭ୍ରାଟ ହେଲା, ୧୦ ଦିନ ଭିତରେ ଜଣାଇବାକୁ ନୋଟିସ ଜାରି ହୋଇଛି ।  ଏହି ତ୍ରୁଟି…

ଆଜି ଫ୍ରାନ୍ସ ଓ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ଆଜି ଫ୍ରାନ୍ସ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ । ପରେ ଆମେରିକା ଗସ୍ତରେ ଯାଇ ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପଙ୍କ ଭେଟ୍‌ଘାଟ କାର୍ଯ୍ୟକ୍ରମ । ଫେବୃଆରୀ 12 ଓ 13 ରେ ଟ୍ରମ୍ପଙ୍କ ସହ ପିଏମ୍‌ଙ୍କ ବୈଠକ । ଦ୍ବିତୀୟ କାର୍ଯ୍ୟକାଳ ପାଇଁ କ୍ଷମତା ଗ୍ରହଣ ପରେ ଦୁଇ ନେତାଙ୍କ ମଧ୍ୟରେ ହେବ ପ୍ରଥମ…

ପରୀକ୍ଷାର୍ଥୀଙ୍କୁ ମୋଦୀଙ୍କ ଟିପ୍ସ ,ପିଲାଙ୍କୁ ଅଧିକ ଚାପ ନ ଦେବାକୁ ଅଭିଭାବକ ଓ ଶିକ୍ଷକ ମାନଙ୍କୁ ବାର୍ତ୍ତା

ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପିଏମ୍ ମୋଦୀ ପରୀକ୍ଷାର୍ଥୀ ମାନଙ୍କୁ କହିଛନ୍ତି  କେବେ କେବେ ନିଜ ସହ ମଧ୍ୟ କଥା ହେବା ଉଚିତ୍। ଯେଉଁଠି କେହି ନ ଥିବେ ସେଠି ଆପଣ ପହଞ୍ଚନ୍ତୁ , ନେତୃତ୍ଵ ନେଇପାରିବେ। ଉତ୍ତମ ସ୍ଵାସ୍ଥ୍ୟ ପାଇଁ ମଧ୍ୟ ପରୀକ୍ଷାର୍ଥୀ…