ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ

ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ ଥିବା ନାଇଟ୍ କ୍ଲବ୍ ବିର୍ଚ ବାଇ ରୋମିଓ ଲେନରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ ଏବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କ୍ଲବ୍ ମାଲିକ ସୌରଭ…

ରାଜଧାନୀରେ ପ୍ରବଳ ଥଣ୍ଡା ଅନୁଭୂତ ୯.୬ ଡିଗ୍ରୀ ତଳକୁ ଖସିଛି ରାତିର ତାପମାତ୍ରା

ରାଜଧାନୀରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଗତ ୧୦ ଦିନରେ ୯.୬ ଡିଗ୍ରୀ ତଳକୁ ଖସିଛି ରାତିର ତାପମାତ୍ରା । ଆଜି ଭୋର ୫ଟା ୩୦ରେ ୧୩ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଡିସେମ୍ୱର ୧ରେ ୨୨.୬ ଡିଗ୍ରୀ ସେଲିସୟସ ରେକର୍ଡ କରାଯାଇଥିଲା । ସେହିପରି ଡିସେମ୍ୱର ୨ ତାରିଖରେ ୨୧ ଡିଗ୍ରୀ, ୩…

ଆଜିର ରାଶିଫଳ

ମେଷ: ଏକାଗ୍ର ମନରେ କରୁଥିବା କାମ ଲାଭଦାୟକ ସାବ୍ୟସ୍ତ ହେବ। ଚାକିରିଜୀବୀ ଅଧିକାରୀଙ୍କର ସାହାଯ୍ୟ ପାଇବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ପାରିବାରିକ ଜୀବନରେ ସୁଖୀ ରହିବେ। ‌ ବୃଷ: ଆପଣଙ୍କ ମନ ଘରୋଇ କାମଧନ୍ଦାରେ ଲାଗିବ। ବେପାରରେ ଲାଭ ହେବ। ଦାମ୍ପତ୍ୟ ଜୀବନ ଭଲ ରହିବ।…

ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଟିଭି ଅଭିନେତ୍ରୀ ରୂପଲ ତ୍ୟାଗୀ

ଟିଭି ଅଭିନେତ୍ରୀ ରୂପଲ ତ୍ୟାଗୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ତାଙ୍କର ଦୀର୍ଘଦିନର ପ୍ରେମିକ ନୋମିଶ ଭାରଦ୍ୱାଜଙ୍କୁ ଡିସେମ୍ବର ୫ ତାରିଖରେ ବାହା ହୋଇଥିଲେ। ଏହି ଦମ୍ପତିଙ୍କର ଏକ ଇଣ୍ଟିମେଣ୍ଟ ବିବାହ ହୋଇଥିଲା। ଯେଉଁଥିରେ କେବଳ ଉଭୟ ପରିବାର ଏବଂ ନିକଟତର ବନ୍ଧୁମାନେ ସାମିଲ…

ଶେଖ୍ ହସିନା ସରକାରଙ୍କ ପତନ ପରେ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ନିର୍ଯାତନା ଚରମରେ

ଶେଖ୍ ହସିନା ସରକାରଙ୍କ ପତନ ପରେ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ନିର୍ଯାତନା ଚରମରେ ପହଞ୍ଚିଛି । ଲାଗାତାର ହିନ୍ଦୁଙ୍କ ଉପରେ ଆକ୍ରମଣ ମାମଲା ବୃଦ୍ଧି ପାଉଛି । ବାଂଲାଦେଶରେ ପୁଣି ଥରେ ଦୁଇ ଜଣ ହିନ୍ଦୁଙ୍କୁ ହତ୍ୟା କରାଯାଇଛି । ୧୯୭୧ ମୁକ୍ତିଯୋଦ୍ଧାର ସଂଗ୍ରାମୀ ଓ ତାଙ୍କ…

ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ,ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ କମିଟି…

ତୁଟିବ ମହାନଦୀ ବିବାଦ । ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି । ଏହାସହିତ ୭ ଜଣ ସଦସ୍ୟ ଏହି କମିଟିରେ ସାମିଲ କରାଯାଇଛି । ଓଡ଼ିଶା, ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ…

ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ

ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ କରାଯାଇଛି। ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ଆଲୋକର ପର୍ବ ଦୀପାବଳି। ବର୍ତ୍ତମାନ ଦିଲ୍ଲୀର ଲାଲକିଲ୍ଲାରେ ୟୁନେସ୍କୋର ଆନ୍ତଃସରକାରୀ କମିଟିର ୨୦ତମ ଅଧିବେଶନ ଅନୁଷ୍ଠିତ ହେଉଛି। ଆଜି ସେଠାରୁ ଏହି…

ବାରବାଟୀରେ ବଢ଼ିବ ସିଟ୍, ଷ୍ଟାଡିୟମର ହେବ ଉନ୍ନତି, ବଡ଼ ସଙ୍କେତ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବାରବାଟୀରେ ବଢ଼ିବ ସିଟ୍, ଷ୍ଟାଡିୟମର ହେବ ଉନ୍ନତି । ଟିମ୍ ଇଣ୍ଡିଆର ଦମଦାର ବିଜୟ ପରେ ବଡ଼ ସଙ୍କେତ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆଜିର ମ୍ୟାଚ୍ ବହୁତ ଉତ୍କଣ୍ଠା ଭରା ଥିଲା । ହଜାର ହଜାର ଦର୍ଶକ ଏହାକୁ ଦେଖି ଆନନ୍ଦିତ ହୋଇଛନ୍ତି । ଭାରତୀୟ ଟିମ୍…

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ: ମାର୍ଚ୍ଚ ୧୧ରେ ହେବାକୁ ଥିବା କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ୨୩ ତାରିଖରେ…

ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ ଥିବା କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ୨୩ ତାରିଖରେ ଅନୁଷ୍ଠିତ ହେବ। ସେହିପରି ମାର୍ଚ୍ଚ ୨୧ରେ ହେବାକୁ ଥିବା କଳା,…

ଥଣ୍ଡା ଦିନେ ଚା’ କିମ୍ବା କଫି ଅଧିକ ପରିମାଣରେ ପିଇବା ଉଚିତ୍‌ ନୁହେଁ

ଶୀତଦିନ ଆରମ୍ଭ ହୋଇଗଲେ ଲୋକମାନେ ନିଜ ଶରୀରକୁ ଉଷ୍ମ ରଖିବା ପାଇଁ ଚା’ କିମ୍ବା କଫି ପିଇଥାନ୍ତି। ଏହା ଦ୍ବାରା ଶୋଷ କମ୍ ଲାଗିଥାଏ। ତେଣୁ ଲୋକମାନେ ପାଣି ପିଇବା କମ୍ କରି ଦେଇଥାନ୍ତି। ଏହା କାରଣରୁ ଶରୀରରୁ ଜଳୀୟ ଅଂଶ କମିବାକୁ ଲାଗେ । ଆପଣ ଜାଣିଛନ୍ତି କି ଚା’ କିମ୍ବା କଫି ଅଧିକ ପରିମାଣରେ…