ଏସିଆ କପ୍‌ର ଚତୁର୍ଥ ମ୍ୟାଚ୍‌ – ଓମାନକୁ ଶୋଚନୀୟ ଭାବେ ୯୩ ରନ୍‌ରେ ପରାସ୍ତ କରିଛି ପାକିସ୍ତାନ

ଚଳିତ ଏସିଆ କପ୍‌ର ଚତୁର୍ଥ ମ୍ୟାଚ୍‌ରେ ପାକିସ୍ତାନ ଶୁକ୍ରବାର ପ୍ରଥମ ପଦାର୍ପଣକାରୀ ଓମାନକୁ ଶୋଚନୀୟ ଭାବେ ୯୩ ରନ୍‌ରେ ପରାସ୍ତ କରି ଅଭିଯାନ ଆରମ୍ଭ କରିଛି। ମହମ୍ମଦ ହାରିସ୍‌ଙ୍କ ଲଢ଼ୁଆ ଅର୍ଦ୍ଧଶତକ ବଳରେ ପାକିସ୍ତାନ ୧୬୦ ରନ୍ କରିବା ପରେ ଏହାର ବୋଲରମାନେ ଓମାନକୁ ୬୦ ରନ୍‌ରେ ଅଲଆଉଟ୍ କରି…

ସୃଷ୍ଟି ହେଲା ଲଘୁଚାପ , ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।…

୧୫ ସେପ୍ଟେମ୍ବରରେ ବୁଧ କନ୍ୟା ରାଶିରେ ପ୍ରବେଶ କରିବେ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ୧୫ ସେପ୍ଟେମ୍ବରରେ କନ୍ୟା ରାଶିରେ ପ୍ରବେଶ କରିବେ । ବୁଧଙ୍କ ଚଳନ ଖୁବ୍‌ ପ୍ରଭାବଶାଳୀ ଓ ମହତ୍ତ୍ୱପୂର୍ଣ୍ଣ ବୋଲି ମାନ୍ୟତା ରହିଛି । ବୁଧ ସମସ୍ତ ଗ୍ରହଙ୍କ ରାଜକୁମାର କୁହାଯାଏ । ବୁଧ ରାଶି ପରିବର୍ତ୍ତନ କରିବା ଦ୍ୱାରା ଭାଗ୍ୟରେ ଚମକିଥାଏ । ଅତ୍ୟନ୍ତ ଶୁଭଫଳ…

ଆୟୁର୍ବେଦରେ ଗୁଳୁଚି ଏକ ଅମୃତ

ଓଡ଼ିଆରେ ଗୁଳୁଚି , ହିନ୍ଦିରେ ଗିଲୋୟ , ଆଉ ବିଜ୍ଞାନ ନାଁ ଟିନେସ୍ପୋରା କୋରଡିଫୋଲିଆ । ଆୟୁର୍ବେଦରେ ଏହାକୁ ଅମୃତ ବୋଲି କୁହାଯାଏ । ଆମ୍ବ, ଲିଚୁ , ପିଜୁଳି ପରି ବଡ଼ ବଡ଼ ଗଛମାନଙ୍କରେ ମାଡ଼ିଥାଏ । ଏହାର ପତ୍ର ଗୁଡ଼ିକ ହୃଦୟ ଆକାର, ପାନପତ୍ର ଭଳି ଦେଖିବାକୁ । ଅନାବନା ହୋଇ ମାଡ଼ୁଥିବା ଭଳି ଏହି…

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି । ସେ ପୂର୍ବତନ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରିଆସିଛନ୍ତି ।  ବିକ୍ଷୋଭ ପରେ ୮ ତାରିଖରେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେଇଥିଲେ । ଏହାପରେ ସେଠିକାର ସେନା ଅସ୍ଥାୟୀ ରୂପେ ଶାସନ ସମ୍ଭାଳିଥିଲେ । କିନ୍ତୁ…

ଅର୍ଚ୍ଚନା ନାଗଙ୍କ ଘର ଆଟାଚ

ଅର୍ଚ୍ଚନା ନାଗଙ୍କ ଘରେ ପଶି ଆଟାଚ କଲା ଇଡି। ସତ୍ୟବିହାର ସ୍ଥିତ  ବିଲ୍ଡିଂ ସହ ଆସବାବପତ୍ର ଆଟାଚ କରଥିବା ସୂଚନା ମିଳିଛି। ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅଧୀନରେ ଘର ଆଟାଚ ହୋଇଛି। ୨୦୨୨ ଅର୍ଥ କାରବାର ମାମଲାରେ ସମ୍ପୃକ୍ତି ନେଇ ଏହି ଆକ୍ସନ ନିଆଯାଇଛି। ପୂର୍ବରୁ ଘର ଛାଡ଼ିବା ପାଇଁ ନିର୍ଦ୍ଦେଶ…

ବଦଳିଲା ବାଲିଯାତ୍ରା ନାଁ

ବଦଳିଲା ବାଲିଯାତ୍ରା ନାଁ। ନଭେମ୍ବର ୫ରୁ ଆରମ୍ଭ ହେବାକୁ ଥିବା ବାଲିଯାତ୍ରାରେ ଚଳିତ ଥର ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଏଥର ବାଲିଯାତ୍ରା ନାମ ବଦଳାଇବାକୁ ନିଷ୍ପତ୍ତି ‌ନିଆଯାଇଛି। ଏହି ମେଳାର ନୂଆ ନାମ ହେଲା 'ଐତିହାସିକ ବାଲିଯାତ୍ରା କଟକ ୨୦୨୫' । ଆଗରୁ କେବଳ ଐତିହାସିକ ବାଲିଯାତ୍ରା…

ଏସିଆ କପ୍‌ -ବାଂଲାଦେଶ ୭ ୱିକେଟ୍‌ରେ ହଂକଂକୁ ପରାସ୍ତ କରିଛି

ଚଳିତ ଏସିଆ କପ୍‌ କ୍ରିକେଟ୍‌ ପ୍ରତିଯୋଗିତାର ତୃତୀୟ ମ୍ୟାଚ୍‌ରେ ଗୁରୁବାର ବାଂଲାଦେଶ ୭ ୱିକେଟ୍‌ରେ ହଂକଂକୁ ପରାସ୍ତ କରିଛି। ଏଥି ସହ ବାଂଲାଦେଶ ନିଜ ପ୍ରଥମ ମ୍ୟାଚ୍‌ ଜିତିଥିବା ବେଳେ ହଂକଂ କ୍ରମାଗତ ପରାଜୟ ବରଣ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ହଂକଂ ନିର୍ଦ୍ଧାରିତ ୨୦ ଓଭରରେ…

ଚଳନ୍ତା ଟ୍ରେନରୁ ଡେଇଁ ପଡ଼ିଲେ ଅଭିନେତ୍ରୀ କରିସ୍ମା ଶର୍ମା , ଜାଣନ୍ତୁ କାରଣ

ଛୋଟପରଦା ଏବଂ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ନାମ ସୃଷ୍ଟି କରିଥିବା ଅଭିନେତ୍ରୀ କରିସ୍ମା ଶର୍ମାଙ୍କ ବିଷୟରେ ଏକ ବଡ଼ ତଥା ଚର୍ଚ୍ଚିତ ଖବର ସାମ୍ନାକୁ ଆସୁଛି। ସେ ବୁଧବାର ମୁମ୍ବାଇର ଏକ ଚଳନ୍ତା ଲୋକାଲ ଟ୍ରେନରୁ ଡେଇଁ ପଡ଼ିଥିଲେ, ଯେଉଁଥିରେ ତାଙ୍କୁ ଗୁରୁତର ଆଘାତ ଲାଗିଥିଲା।…

ଇପିଏଫ୍ଓ ପେନ୍‌ସନ୍‌ ବଢିବ ୨୫୦୦ ଟଙ୍କା

କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (ଇପିଏଫ୍ଓ)ର କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡ (ସିବିଟି) ବୈଠକ ଆସନ୍ତା ମାସରେ ବସିବ। ସେଥିରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ। ସବୁଠୁ ବଡ଼ ପ୍ରସଙ୍ଗ ହେଉଛି ସର୍ବନିମ୍ନ ପେନ୍‌ସନ୍‌କୁ ବର୍ତ୍ତମାନର ୧୦୦୦ ଟଙ୍କାରୁ ବଢ଼ାଇ ୧୫୦୦ ଟଙ୍କା…