କଂଗ୍ରେସର ବିଭୀଷଣ କିଏ ?
କଂଗ୍ରେସ ପିସିସି ସଭାପତି ଭକ୍ତ ଦାସ ନୂଆପଡ଼ାରେ କଂଗ୍ରେସର ଶୋଚନୀୟ ପରାଜୟକୁ ନେଇ କହିଛନ୍ତି, ସବୁ ଦଳରେ ବିଭୀଷଣ ଅଛନ୍ତି। ଆଉ ଆମ ଦଳ କଂଗ୍ରେସରେ ବି ବିଭୀଷଣ ଅଛନ୍ତି। ଯେଉଁମାନଙ୍କ ପାଇଁ ଦଳକୁ ଆଶାନୁରୂପ ସଫଳତା ମିଳିଲାନି। ଏହି କାରଣରୁ ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।…