ଲେବାନନରେ ଇସ୍ରାଏଲୀ ସେନାର ଆକ୍ରମଣ : ୨୭ ମୃତ
ଗତ ୩ ଦିନ ଧରି ଦକ୍ଷିଣ ଲେବାନନରେ ଇସ୍ରାଏଲୀ ସେନାର ଲଗାତାର ଆକ୍ରମଣ ଜାରି ରହିଛି । ଏହି ଆକ୍ରମଣରେ ଅତି କମରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି । ଆଉ ୬୯ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଶିଶୁ, ମହିଳା ଏବଂ ମେଡିକାଲ ଷ୍ଟାଫ୍ ମଧ୍ୟ ରହିଛନ୍ତି । ଲେବାନନର ପବ୍ଲିକ୍ ହେଲ୍ଥ ଏମର୍ଜେନ୍ସି…