ଋଷ୍‌ ଆଉ ଭାରତ ମଧ୍ୟରେ ବଢୁଥିବା ସମ୍ପର୍କକୁ ମୁଁ ସମ୍ମାନ ଜଣାଉଛି

ଏସିଓ ସମ୍ମିଳନୀରେ ମୋଦୀ, ପୁଟିନ୍‌ଙ୍କୁ ନିକତର ଦେଖି  ସହ୍ୟ କରିପାରୁନାହାଁନ୍ତି ଶେହବାଜ୍‌ ।  ସରିଫଙ୍କୁ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଏବଂ ହାତ ମିଳାଇବା ପାଇଁ  ପୁଟିନ୍‌ଙ୍କ ପଛରେ ଦୌଡ଼ୁଥିବାର ଦେଖାଯାଇଥିଲା । ଏହି ଘଟଣାଟି ଗ୍ରୁପ ଫଟୋ ସୁଟ୍‌  …

ପଞ୍ଚାଏତ ନିର୍ବାଚନ ପୂର୍ବରୁ ଏନଏସି ଘୋଷଣା ବିଜେପିକୁ କେତେ ଫାଇଦା ଦେବ ?

ରାଜ୍ୟରେ ନୂଆ ଏନଏସି ଘୋଷଣା ହୋଇଛି । ଏହାକୁ ନେଇ କେଉଁଠି ଖୁସି ତ କେଉଁଠି ଦୁଃଖ । କେଉଁଠି ବିରୋଧ ପ୍ରଦର୍ଶନ ଚାଲିଛି । ଓଡ଼ିଶାରେ ସ୍ୱାୟତ୍ତ ଶାସନ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ୧୬ଟି ନୂଆ ଏନଏସି (NAC) ଏବଂ ୭ଟି ନୂଆ ମ୍ୟୁନିସିପାଲିଟିର ଘୋଷଣା ହୋଇଛି ।  କିଛି…

ନିଜ ଝିଅକୁ କାହିଁକି ଦଳରୁ ବାହାର କଲେ କେସିଆର୍

କେ. କବିତା କାହିଁକି ଦଳରୁ ତଡ଼ା ଖାଇଲେ ।  ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ  ଝିଅ, କାଲେଶ୍ୱରମ୍ ଲିଫ୍ଟ୍ ଇରିଗେସନ୍ ପ୍ରୋଜେକ୍ଟ ରେ ଅନିୟମିତତା ସମ୍ବନ୍ଧରେ ତାଙ୍କ କାକାଙ୍କ ପୁଅ ଟି. ହରିଶ୍ ରାଓ ଏବଂ ପୂର୍ବତନ ରାଜ୍ୟସଭା ସାଂସଦ ଜେ. ସନ୍ତୋଷ୍ କୁମାରଙ୍କ ବିରୋଧରେ…

ନବୀନ କାହାକୁ ସମର୍ଥନ କରିବେ ?

ଉପରାଷ୍ଟ୍ରପତି ନିର୍ବାଚନକୁ ଏବେ ମାତ୍ର ୫ଟା ଦିନ ବାକି ଅଛି ।  ନବୀନ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିନାହାଁନ୍ତି ।  ଚର୍ଚ୍ଚା ହେଉଛି ନବୀନଙ୍କ ପାଇଁ ନିଷ୍ପତ୍ତି ନେବା ଏଥର ସହଜ ହେବନି । ପୂର୍ବରୁ ଅନେକ ପ୍ରସଙ୍ଗରେ ନବୀନ ବିଜେପିକୁ ସମର୍ଥନ ଦେଇଛନ୍ତି । ହେଲେ ଏବେ କିନ୍ତୁ ବିଜେପିକୁ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ କଲରା

ପାଟିକୁ ପିତା, ହେଲେ ଦେହ ପାଇଁ ଭାରି ହିତ। ଏଭଳି ଏକ ପରିବା ହେଉଛି କଲରା। କଲରା ପିତା ହେଲେ ବି ଭାରି ସ୍ବାଦିଷ୍ଟ। କଲରା ଖାଇବାର ମଜା ଯିଏ ଜାଣିଛନ୍ତି ସେମାନଙ୍କର ଏହି ପରିବା ପ୍ରିୟ ପରିବା ଭିତରେ ଗଣା ହୋଇଯାଏ। ଏହାକୁ ଆପଣ କଞ୍ଚା ବି ଜୁସ୍‌ କରି ପିଇପାରିବେ। ଆସନ୍ତୁ ଜାଣିବା ବର୍ଷା…

ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତା ଲାଗି ଦୁବାଇରେ ଏକାଠି ହେବେ ଭାରତୀୟ କ୍ରିକେଟର

ୟୁଏଇରେ ଚଳିତ ମାସ ୯ରୁ ଆରମ୍ଭ ହେବାକୁ ଯାଉଥିବା ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତା ଲାଗି ୧୫ଜଣିଆ ଭାରତୀୟ ଦଳର ଖେଳାଳିମାନେ ‌ଗୁରୁବାର ଦୁବାଇରେ ଏକାଠି ହେବେ। ଏକାଠି ଯିବା ପରିବର୍ତ୍ତେ ନିଜ ନିଜ ସହରରୁ ପର୍ଯ୍ୟାୟକ୍ରମେ ସେଠାରେ ପହଞ୍ଚିବେ। ଗୁରୁବାର ସଂଧ୍ୟାସୁଦ୍ଧା ଖେଳାଳିମାନେ…

କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଠାରୁ ମେଡ୍‌ ଇନ୍‌ ଇଣ୍ଡିଆ ଚିପ୍ସର ପ୍ରଥମ ସେଟ୍‌ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ…

ଭାରତର ସେମିକଣ୍ଡକ୍ଟର ଯାତ୍ରା ଆଜି ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଠାରୁ ମେଡ୍ ଇନ୍ ଇଣ୍ଡିଆ ଚିପ୍ସର ପ୍ରଥମ ସେଟ୍ ଗ୍ରହଣ କରିଛନ୍ତି । ଡିସେମ୍ବର ୨୦୨୧ରେ ଆରମ୍ଭ…

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ , ୬ ତାରିଖ ଯାଏ ଏହିଭଳି ବର୍ଷା ଜାରିରହିବ

ଗତକାଲି ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର୍‌ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସ‌ାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଯାଇଛି। ବୁଧବାର ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ଏହା…

ଆଜିର ରାଶିଫଳ

ଅଦ୍ୟ ସେପ୍ଟେମ୍ବର ମାସ ୦୩ ତାରିଖ ୨୦୨୫ ମସିହା (ବୁଧବାର) ଶକାବ୍ଦ -୧୯୪୭ ସମ୍ବତ -୨୦୮୨ ଦିଲ୍ଲୀସ୍ୱରାଦ୍ଧ-୧୪୩୨ ସମ୍ବତ୍ସର-ସିଦ୍ଧାର୍ଥ ଭାଦ୍ରବ ମାସ- ଶୁକ୍ଳପକ୍ଷ ତିଥି- ଏକାଦଶୀ ରାତ୍ରି ଘ୦୪/୩୮ ଗତେ ଦ୍ଵାଦଶୀ ନକ୍ଷତ୍ର- ପୂର୍ବାଷାଢ଼ା ରାତ୍ରି ଘ୧୨/୦୦ ଗତେ ଉତ୍ତରାଷାଢ଼ା ଚନ୍ଦ୍ର-…

ନିଲମ୍ବିତ ତହସିଲଦାର ମଧୁସ୍କିତା ସିଂ ଗିରଫ

ଝାରସୁଗୁଡ଼ା ଜିଲ୍ଲାର ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ପୂର୍ବତନ ନିର୍ବାହୀ ଅଧିକାରୀ ତଥା  ମୟୂରଭଞ୍ଜଜିଲ୍ଲା  ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗିରଫ କରିଛି। ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ…