ନୂ୍ଆପଡ଼ାରେ ଭାରତୀୟ ଜନତା ପାର୍ଟି ବାଜି ମାରିଛି
ନୂଆପଡ଼ାରେ ପୁଣି ଥରେ ପଦ୍ମ ଫୁଟିଛି। ଏହା ପୁଣି ୧୦ ବର୍ଷ ପରେ। ନୂଆପଡ଼ାର ଜନତା ଭାରତୀୟ ଜନତା ପାର୍ଟିକୁ ପୁଣି ଥରେ ବିପୁଳ ଭୋଟ୍ ଦେଇଛନ୍ତି। ବିଜୟୀ ପ୍ରାର୍ଥୀ ଜୟ ଢୋଲକିଆ ବିଜୟ ଶୋଭାଯାତ୍ରା କରିଛନ୍ତି। ସେ ଖରିଆର ରୋଡ୍ରେ ନିଜ ପରିବାର ଏବଂ ସମର୍ଥକମାନଙ୍କ ସହିତ ଶୋଭାଯାତ୍ରାରେ…