ବିହାର ଜନାଦେଶ : ପ୍ରାଥମିକ ପର୍ଯ୍ୟାୟରେ ଏନଡିଏ ଆଗରେ

ଆରମ୍ଭ ହୋଇଛି ଭୋଟ୍ ଗଣତି । ଧିରେ ଧିରେ ସାମ୍ନାକୁ ଆସିଲାଣି ଟ୍ରେଣ୍ଡ୍ । ପ୍ରାଥମିକ ପର୍ଯ୍ୟାୟରେ ଏନଡିଏ ଆଗରେ ରହିଛି । ବିଜେପି ଓ ଜେଡିୟୁ ୧୨ଟି ଆସନରେ ଆଗୁଆ ରହିଛନ୍ତି । ସେହିପରି ଜେଡିୟୁ ୪ଟି ଆସନରେ ଆଗୁଆ ଥିବା ବେଳେ ଆରଜେଡି ୨ରେ ଆଗରେ ରହିଛି । ସେପଟେ କିନ୍ତୁ ପଛରେ ରହିଯାଇଛି…

ବିହାର ବିଧାନସଭା ନିର୍ବାଚନ ଫଳାଫଳ : ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ଆରମ୍ଭ

ଦୁଇ ପର୍ଯ୍ୟାୟ ବିହାର ବିଧାନସଭା ନିର୍ବାଚନର ଫଳାଫଳ (Bihar Results) ଆଜି ଶୁକ୍ରବାର (ନଭେମ୍ବର ୧୪) ଘୋଷଣା କରାଯିବ। ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି ।  ପ୍ରଥମେ ପୋଷ୍ଟାଲ ବାଲଟ ଗଣିତ କରାଯାଉଛି । ବିହାର ବିଧାନସଭାରେ ୨୪୩ଟି ଆସନ ଅଛି ଏବଂ ବହୁମତ ସଂଖ୍ୟା ୧୨୨।…

ଆଜି ନୂଆପଡ଼ା ଫଳାଫଳ: ଜନତା ପାଇବେ ନୂଆ ବିଧାୟକ

ନୂଆପଡ଼ା ଉପନିର୍ବାଚନ ଏବଂ ବିହାର ବିଧାନସଭା ନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ଆଜି ହେଉଛି। ଷ୍ଟ୍ରଙ୍ଗ ରୁମରେ ସିଲ୍‌ ହୋଇଥିବା ଇଭିଏମ୍‌ ଖୋଲୁଛି। ଶୁକ୍ରବାର ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହେଉଛି ଏବଂ ଭୋଟ୍‌ ଗଣତି ଶେଷ ହେଲା ପରେ ଫଳାଫଳ ପ୍ରକାଶ ପାଇବ।  ଭୋଟ୍‌ ଗଣତି ନେଇ…

ଆଜିର ରାଶିଫଳ

ମେଷ: ନିଜର କାର୍ଯ୍ୟ ଭଲ କରିବା ଲାଗି ପ୍ରୟାସ କରିବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। କାରବାରରେ ନିକଟ ସଂପର୍କିୟଙ୍କ ଠାରୁ ପରାମର୍ଶ ନିଅନ୍ତୁ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। ବୃଷ: ଭାବିଥିବା କାମ ସଂପୂର୍ଣ୍ଣ ହେବ। ‌ବନ୍ଧୁବର୍ଗର ସହଯୋଗ ପାଇବେ। ଅଚାନକ କୌଣସି ଉତ୍ସରୁ ଧନଲାଭ ହେବ।…

 କାହାର ହେବ ନୂଆପଡ଼ା ?

ଆସନ୍ତାକାଲି ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ । ୧୪ ଟି ଟେବୁଲ, ୨୬ ରାଉଣ୍ଡ ଗଣତି କରାଯିବ । ପ୍ରଥମେ ବାଲାଟ, ପରେ ଇଭିଏମ କାଉଣ୍ଟିଂ ହେବ । କାଉଣ୍ଟିଂର ୨ ଘଣ୍ଟା ପୂର୍ବରୁ  ପ୍ରସ୍ତୁତି କରାଯିବ । କାଉଣ୍ଟିଂ ପାଇଁ  ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରତି ରାଉଣ୍ଡରେ ରେଜଲ୍ଟ…

୯୦%ରୁ ଅଧିକ ଭୋଟିଂ ହୋଇଥିବା ବୁଥ୍ ସିସିଟିଭି ଫୁଟେଜ ଦାବି କଲା ବିଜେଡି

ନୂଆପଡା ଉପନିର୍ବାଚନ ଫଳ ଶୁକ୍ରବାର ପ୍ରକାଶ ପାଇବାକୁ ଥିବାବେଳେ ପ୍ରଶାସନିକ କଳର ଅପବ୍ୟବହାର କରି ବିଜେପି ଏହି ନିର୍ବାଚନକୁ ପ୍ରଭାବିତ କରିଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଅତନୁ…

ପାକିସ୍ତାନରେ ବୋମା ବିସ୍ଫୋରଣ ପରେ  ଶ୍ରୀଲଙ୍କା ଖେଳାଳି ଭୟଭୀତ

ପାକିସ୍ତାନର ଇସଲାମାବାଦରେ ହୋଇଥିବା ବୋମା ବିସ୍ଫୋରଣ ଯୋଗୁଁ ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ସିରିଜର ଦ୍ୱିତୀୟ ଦିନିକିଆ ବାତିଲ କରାଯାଇଛି । ବିସ୍ଫୋରଣରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିଲା ଏବଂ ଅନେକ ଆହତ ହୋଇଥିଲେ। ଏଥିପାଇଁ ଖେଳାଳିମାନେ ଖେଳିବାକୁ…

ଦିଲ୍ଲୀର ଲାଲକିଲ୍ଲା ବିସ୍ଫୋରଣ : ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି

ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ନଭେମ୍ବର ୧୦ରେ ହୋଇଥିବା ବିସ୍ଫୋରଣରକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମୃତ୍ୟୁସଂଖ୍ୟା ଏବେ ୧୨ରୁ ୧୩କୁ ବଢ଼ିଛି। LNJP ହସ୍ପିଟାଲର ICUରେ ଭର୍ତ୍ତି ହୋଇଥିବା ୩୫ ବର୍ଷୀୟ ପୀଡ଼ିତ ବିଲାଲ ହସନଙ୍କ ମୃତ୍ୟୁ ଘଟିଛି। ବିସ୍ଫୋରଣରେ ବିଲାଲ ଗୁରୁତର…

ନୂଆପଡ଼ା ଉପନିର୍ବାଚନରେ ବିଜେପିର ବିଜୟ ହେବ

ନୂଆପଡ଼ା ଉପନିର୍ବାଚନରେ ଆମେ ୫୦ ହଜାରରୁ ଅଧିକ ଭୋଟରେ ବିଜୟ ଲାଭ କରିବୁ । ନୂଆପଡ଼ାରେ ବିଜେଡି-କଂଗ୍ରେସ ପୁରା ସଫା ହୋଇଯିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ଗତ ୧୧ ତାରିଖରେ ନୂଆପଡ଼ା ବିଧାନସଭା ଆସନରେ ଉପନିର୍ବାଚନ ଲାଗି ମତଦାନ ହୋଇଛି । ଯେଉଁଥିରେ…

ପ୍ରତିଶୋଧ” ନେବାକୁ ଚାହୁଁଥିଲେ ଆତଙ୍କବାଦୀ ?

ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ନଭେମ୍ବର ୧୦ରେ ହୋଇଥିବା ବିସ୍ଫୋରଣର ତଦନ୍ତରୁ ଅତି ଭୟାନକ ତଥ୍ୟ ସାମନାକୁ ଆସିଛି। ପୁଲିସ ସୂତ୍ର ଅନୁସାରେ, ୨୦୨୫ ଜାନୁଆରିରୁ ଏହି ଆତଙ୍କବାଦୀ ଷଡ୍‌ଯନ୍ତ୍ର ରଚାଯାଉଥିଲା। ଡିସେମ୍ବର ୬ତାରିଖଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ୧୯୯୨ ମସିହାର…