ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
ଆୟକର ଫାଙ୍କି ନେଇ ଆୟକର ବିଭାଗ ଓଡ଼ିଶା ଓ ପଶ୍ଚିମବଙ୍ଗରେ ଥିବା ଉତ୍କଳ ବିଲ୍ଡର୍ସର ୧୪ଟି ସ୍ଥାନରେ ଚଢ଼ଉ କରିଛି। ଚଢ଼ଉ ସମୟରେ କୋଟିଏରୁ ଅଧିକ ନଗଦ ଟଙ୍କା ଓ ବହୁ ଜାଲ୍ କାଗଜପତ୍ର ଜବତ କରାଯାଇଛି। ଯାହାକୁ ନେଇ ଆୟକର ବିଭାଗ ସଂସ୍ଥାର ମାଲିକ ସମତେ ଆକାଉଣ୍ଟାଣ୍ଟ୍ଙ୍କୁ ମାରାଥନ ଜେରା କରିଛି।…