ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ

ପାଟନା: ନଭେମ୍ବର ୬ ତାରିଖରେ ହେବାକୁ ଥିବା ବିହାର ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରଚାର ଶେଷ ହୋଇଛି। ଏହି ୧୨୧ଟି ଆସନରେ ଏନଡିଏ ଏବଂ ମହାଗଠବନ୍ଧନ ମଧ୍ୟରେ ଲଢ଼େଇ  ତୀବ୍ର ହେଉଛି । ଉଭୟ ମେଣ୍ଟର ପ୍ରଚାର ମୁଖ୍ୟତଃ ତିନୋଟି ମୁଖ୍ୟ ପ୍ରସଙ୍ଗ ଉପରେ କେନ୍ଦ୍ରିତ ରହିଛି ।  …

ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ

ସୋସିଆଲ ମିଡିଆରେ ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ। ସେ ଫେସବୁକ ପୋଷ୍ଟରେ ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କରିଛନ୍ତି। ସେ କହିଛନ୍ତି ଆପଣଙ୍କୁ ଲୋକେ ୨୪ ବର୍ଷ ନିରଙ୍କୁଶ କ୍ଷମତା ପ୍ରଦାନ କରିଛନ୍ତି।ଏହାର ପ୍ରତିବଦଳରେ ଲୋକେ ପାଇଲେ କଣ? ଗୋଟିଏ ଶୀତଳ…

ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା  ଆରମ୍ଭ

୯ ରାଜ୍ୟ ଏବଂ ୩ କେନ୍ଦ୍ରଶାସିତ ଅଞ୍ଚଳରେ ଆଜିଠାରୁ ସ୍ବତନ୍ତ୍ର  ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା  ଆରମ୍ଭ ହେବ ।  ଭୋଟର ତାଲିକାରେ ସ୍ବଚ୍ଛତା ଆଣିବାପାଇଁ ନିର୍ବାଚନ କମିସନ୍‌ ଆରମ୍ଭ କରିଥିବା ଏହି ଏସ୍‌ଆଇଆର ନିକଟରେ ବିହାରରେ ଫଳପ୍ରଦ ଭାବେ ଶେଷ ହୋଇଛି । ବିହାର ପରେ ଦ୍ବିତୀୟ…

ଆଜିର ରାଶିଫଳ

ମେଷ: ଆତ୍ମଶକ୍ତିକୁ ଜାଗ୍ରତ କରି ତା’ ଉପରେ ବିଶ୍ବାସ ରଖନ୍ତୁ। ଦେଖିବେ ଆପଣ ଅପୂର୍ଣ୍ଣତାରୁ ପୂର୍ଣ୍ଣତା ଦିଗରେ ଗତି କରିବେ। ଠାକୁରଙ୍କ ଅପାର କରୁଣା ଅଛି। ପ୍ରଚୁର ଧନାଗମ ଓ ସରକାରୀ କୃପା ମିଳିବ। ବୃଷ: ଧୀ’ଶକ୍ତି ସମ୍ପନ୍ନ ହେବେ। ‘ବସୁଧା’ ତୁଲ୍ୟ ସହିଷ୍ଣୁ ମନୋଭାବର ହୋଇପାରନ୍ତି।…

ଏବେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା

ରାଜ୍ୟକୁ ଏବେ ବର୍ଷା ଭୟ ନାହିଁ। ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିଲେ ମଧ୍ୟ ବାକି ସମସ୍ତ ଜିଲାର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ରାୟଗଡ଼ା ଓ ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ…

ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

୨୦୨୫ ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ବିଜେପି, କଂଗ୍ରେସ, ଜେଡିୟୁ, ଆରଜେଡି ସହ ଅନ୍ୟଦଳମାନଙ୍କର ପ୍ରଚାର ଜୋରଦାର ଚାଲିଛି | ନେତାମାନଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଂଗ୍ରେସ, ରାଷ୍ଟ୍ରୀୟ ଜନତା ଦଳ ଏବଂ…

ପୁଣି ଥରେ ଏକ ଶକ୍ତିଶାଳୀ ଭୂମିକମ୍ପରେ ଥରି ଉଠିଲା ଆଫଗାନିସ୍ତାନ

ଆଫଗାନିସ୍ତାନରେ ପୁଣି ଥରେ ଏକ ଶକ୍ତିଶାଳୀ ଭୂମିକମ୍ପ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରବିବାର ବିଳମ୍ବିତ ରାତିରେ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ୬.୩ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି, ଯାହା ଫଳରେ ଅନେକ ଘର କ୍ଷତିଗ୍ରସ୍ତ ହୋଇଛି ଏବଂ ଅନେକ ଲୋକଙ୍କର ମୃତ୍ୟୁ ହୋଇଥିବା…

,‘ଚକ୍ ଦେ! ଇଣ୍ଡିଆ’ର ଦ୍ୱିତୀୟ ଭାଗ ପାଇଁ ଜୋର ଧରିଲା ଦାବି

ଭାରତୀୟ ମହିଳା କ୍ରିକେଟ୍ ଦଳର ଐତିହାସିକ ବିଶ୍ୱକପ୍ ବିଜୟ ପରେ, ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି ଯେ ଏହି କାହାଣୀକୁ ନେଇ ଶାହାରୁଖ ଖାନ୍‌ଙ୍କ ଅଭିନୀତ ହିଟ୍ ଚଳଚ୍ଚିତ୍ର ‘ଚକ୍ ଦେ! ଇଣ୍ଡିଆ’ର ଦ୍ୱିତୀୟ ଭାଗ (Sequel) ନିର୍ମାଣ ହେବା ଦରକାର। ଏହି ବିଜୟ ପରେ ଦଳର କୋଚ୍ ଅମୋଲ…

ଚଳିତ ବର୍ଷ ପ୍ରଯୁକ୍ତି ଜଗତରେ ଏକ ଲକ୍ଷରୁ ଅଧିକ କର୍ମଚାରୀ ଚାକିରି ହରାଇଛନ୍ତି

ଚଳିତ ବର୍ଷ ପ୍ରଯୁକ୍ତି ଜଗତରେ ଏକ ଲକ୍ଷରୁ ଅଧିକ କର୍ମଚାରୀ ଚାକିରି ହରାଇଛନ୍ତି। ଏବର୍ଷ ସାରା ବିଶ୍ବରେ ଛଟେଇର ପ୍ରଭାବ ଥିଲା। ଲେଅଫ୍‌ସ ଡଟ୍‌ ଏଫ୍‌ୱାଇଆଇ ତଥ୍ୟ ଅନୁସାରେ ୨୦୨୫ରେ ବର୍ତ୍ତମାନ ସୁଦ୍ଧା ୨୧୮ଟି ପ୍ରଯୁକ୍ତି କମ୍ପାନି ୧,୧୨,୭୩୨ କର୍ମଚାରୀଙ୍କୁ ଛଟେଇ କରିଛନ୍ତି। ଅଧିକାଂଶ…

ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ…

ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ଆସି ବିଜେପି ଉପରେ ବର୍ଷିଛନ୍ତି ନବୀନ ପଟ୍ଟନାୟକ ।  ଆୟୋଜିତ ଏକ ସଭାରେ  ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋହନ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି ।  ନବୀନ କହିଛନ୍ତି, ୧୬ ମାସର ଭାଜପା ସରକାର କାମରେ ଜିରୋ। ମିଶନ…