୧୮ ଆଇପିଏସଙ୍କୁ ବଦଳି
୧୮ ଆଇପିଏସଙ୍କୁ ବଦଳି କରିଛନ୍ତି ସରକାର। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସନ୍ତୋଷ ବାଲାଙ୍କୁ ଏସଏଫଏସଏଲଙ୍କୁ ନିର୍ଦ୍ଦେଶକ ଦାୟିତ୍ଵ ଦିଆଯାଇଛି। ଏସ୍ ପ୍ରବୀଣ କୁମାରଙ୍କୁ ଆଇଜି ପୋଲିସ ପ୍ରୋଭିଜନିଂ ଦାୟିତ୍ଵ ଦିଆଯାଇଛି ।
ସତୀଶ କୁମାର ହେଲେ ସ୍ପେଶାଲ ଆର୍ମଡ୍…