ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲାସ୍ଥିତ ଚିନ୍ନାଟେକୁର ନିକଟରେ ଶୁକ୍ରବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି।
ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ହାଇଦ୍ରାବାଦରୁ ବେଙ୍ଗାଲୁରୁ…