ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୫ ଜିଲ୍ଲାରେ ସ୍କୁଲ ଛୁଟି
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୫ ଜିଲ୍ଲାରେ ସ୍କୁଲ ଛୁଟି । ରାୟଗଡ଼ା, କୋରାପୁଟ, ଗଜପତି ଜିଲ୍ଲାରେ ବନ୍ଦ ରହିବ ସବୁ ସ୍କୁଲ। ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ସ୍କୁଲ ଓ ଅଙ୍ଗନୱାଡି ବନ୍ଦ ରହିବ । ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବିଦ୍ୟାଳୟ ଗୁଡିକ…