ଆସନ୍ତା ୨ ଦିନରେ ସାରା ଦେଶରୁ ବିଦାୟ ନେବ ମୌସୁମୀ
ରାଜ୍ୟରୁ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଜାରି ରହିଛି। ଆଜି ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଯାଇଛି। ଆସନ୍ତା ୨ ଦିନରେ ସମ୍ପୂର୍ଣ୍ଣ ଓଡ଼ିଶାରୁ ମୌସୁମୀ ଫେରିଯିବାକୁ ପରିବେଶ ଅନୁକୂଳ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, କେବଳ…