ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଏଥିସହିତ ଆଜିଠୁ ନାମାଙ୍କନ କରିପାରିବେ ପ୍ରାର୍ଥୀ । ଜୟ ଢ଼ୋଲକିଆ ବିଜେପିର ପ୍ରାର୍ଥୀ ହେବ ଥୟ । ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ ହେବେ । ବିଜେଡ଼ି ଆଜି ନାମ ଘୋଷଣା କରିପାରେ । ତେବେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ…