ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି, କାର୍ତ୍ତିକ ବ୍ରତଧାରୀଙ୍କର ଶ୍ରୀମନ୍ଦିରରେ ଭିଡ଼

ଆସନ୍ତାକାଲିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି। ହବିଷ୍ୟାଳି ତଥା କାର୍ତ୍ତିକ ବ୍ରତଧାରୀଙ୍କର ଶ୍ରୀମନ୍ଦିରରେ ଭିଡ଼ ଜମିବ। ତା’ ଛଡ଼ା ଶ୍ରୀମନ୍ଦିରରେ ନୀତି ମଧ୍ୟ ଅଧିକ ରହିବ। ହେଲେ ନାଟମଣ୍ଡପକୁ ଖାଲି କରିପାରିଲାନି ଶ୍ରୀମନ୍ଦିର ପ୍ରଶାସନ। ନାମଣ୍ଡପ ସାରା ଆଲମାରି, ଗରା,…

ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା।ଙ୍କ ମୃତ୍ୟୁ

ବ୍ରହ୍ମପୁରରେ ଗୁଳିମାଡ଼ର ଶିକାର ହୋଇଛନ୍ତି ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗରଠାରେ ତାଙ୍କୁ ଗୁଳିମାଡ଼…

ଆଜିର ରାଶିଫଳ

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି। ପରିସ୍ଥିତିରେ ପଡ଼ି ଦୈନିକ ମୂଲ୍ୟବୋଧର ଅଧପତନ ଘଟାଇ ପାରନ୍ତି। ନିକୃଷ୍ଟ ସଙ୍ଗ ପରିତ୍ୟାଗ ଲାଭଦାୟକ ହେବ। ସୁସ୍ଥ, ନିରାମୟ ରହିବେ। ବୃଷ: ନିଜ ପ୍ରତି କଠୋର ଓ ଅନ୍ୟ ପ୍ରତି କୋମଳ ମନୋଭାବର ହୋଇପାରନ୍ତି। ସେବାକୁ…

ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ

ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ହେବ  । ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଆସନ୍ତା ୧୩ରେ ପ୍ରକାଶ ପାଇବ ନୂଆପଡ଼ା ଉପନିର୍ବାଚନ ବିଜ୍ଞପ୍ତି । ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି ହେବ। ସେପଟେ  ବିହାର ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ମୁଖ୍ୟ…

ପୋଲିସ ଏସ୍‌ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍‌ଆଇଏ ତଦନ୍ତ ହେବ

ଭୁବନେଶ୍ୱର : ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ କେନ୍ଦ୍ରରେ ଗତ ୧୧ ବର୍ଷ ଓ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଦେଢ଼ବର୍ଷ ହେବ ବିଜେପି ସରକାର ଚାଲିଛି। ମାତ୍ର ଏହି ସରକାରରେ ଏପର୍ଯ୍ୟନ୍ତ କୌଣସି ପ୍ରକାର ଦୁର୍ନୀତିର ଛାପ…

ପାକିସ୍ତାନକୁ ହରାଇଲା ପୁଣି ଭାରତ ମହିଳା ଦଳ

କ୍ରିକେଟ୍ ପଡ଼ିଆରେ ଭାରତର ଅପରେସନ୍ ସିନ୍ଦୂର ଜାରି ରହିଛି। ଆଉ ଏକ ରବିବାର ଏବଂ ପାକିସ୍ତାନ ଆଉ ଥରେ ଧୂଳି ଚାଟିଛି। ପୁରୁଷ ଦଳ ଚିରପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ବିପକ୍ଷରେ ହ୍ୟାଟ୍ରିକ୍ ବିଜୟ ସହ ଏସିଆ କପ୍ ଜିତିବାର ମାତ୍ର ଗୋଟିଏ ସପ୍ତାହ ପରେ ଭାରତୀୟ ମହିଳା ଦଳ ମଧ୍ୟ ପାକିସ୍ତାନକୁ ପଡ଼ିଆ…

କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ

କଟକ ସହରରେ ଅଶାନ୍ତି ସୃଷ୍ଟି କରିଥିବା ଘଟଣାରେ ୮ ଜଣଙ୍କୁ ସୋମବାର ଗିରଫ କରିଛି ପୋଲିସ। ଏନେଇ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ସୂଚନା ଦେଇଛନ୍ତି। ଭସାଣି ସମୟରେ ଅଶାନ୍ତି ସୃଷ୍ଟି କରି ଭଙ୍ଗାରୁଜା ଏବଂ ପୋଲିସକୁ ଆକ୍ରମଣ କରିବା ଘଟଣାରେ ଏମାନେ ଗିରଫ ହୋଇଛନ୍ତି। କଟକ ହିଂସାକୁ ନେଇ…

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ

ନୂଆପଡ଼ାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଭୁବନେଶ୍ୱର ବିମାନବନ୍ଦରରୁ  ନୂଆପଡ଼ା ଏୟାରଷ୍ଟ୍ରିପ୍‌ରେ ପହଁଚିଥିଲେ। ସେ ନୂଆପଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ଅନେକ  ବିକାଶମୂଳକ ଯୋଜନାର ଶୁଭ ଉଦଘାଟନ  ତଥା…

କଟକ ସହରରେ ସ୍ଥିତି ନିୟନ୍ତ୍ରଣ : ଇଣ୍ଟରନେଟ୍ ବନ୍ଦ

ଦୁର୍ଗାପୂଜା ମେଢ଼ ଭସାଣ ବେଳେ ଗୋଷ୍ଠୀ ବିବାଦକୁ ନେଇ ଆଜି କଟକ ବନ୍ଦ  ଡାକରା ଦିଆଯାଇଛି। ଏଣେ ଏହି ଘଟଣାର ବିଶୃଙ୍ଖଳାକାରୀମାନଙ୍କୁ ଚିହ୍ନଟ କରାଯାଇଥିବା ନେଇ ପୁଲିସ କମିସନର୍ ଏସ୍ ଦେବଦତ୍ତ ସିଂହ ସୂଚନା ଦେଇଛନ୍ତି। ଗିରଫଦାରୀ ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ସେ ସୂଚନା…

ନେପାଳରେ ପ୍ରବଳ ବର୍ଷା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନେପାଳରେ ପ୍ରବଳ ବର୍ଷା ଯୋଗୁଁ ଘଟିଥିବା ଜୀବନହାନି ଏବଂ ବ୍ୟାପକ କ୍ଷୟକ୍ଷତି ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି କଠିନ ସମୟରେ ନେପାଳର ଜନସାଧାରଣ ଏବଂ ସରକାର ପ୍ରତି ଭାରତର ଦୃଢ଼ ସମର୍ଥନକୁ ସେ ଦୋହରାଇଥିଲେ। ଶ୍ରୀ ମୋଦୀ ଆହୁରି ମଧ୍ୟ ସମସ୍ତ…