କାଶ ସିରପର ଗୁଣବତ୍ତା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

କାଶ ସିରପର ଗୁଣବତ୍ତା ଏବଂ ପ୍ରୟୋଗକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ଦେଖା ଦେଇଥିବା ସମସ୍ୟାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସଚିବ ପୁଣ୍ୟ ସଲିଳା ଶ୍ରୀବାସ୍ତବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ବିଭିନ୍ନ ରାଜ୍ୟ ଓ…

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦେଶ

ପୁଲିସ ଏସଆଇ ପରୀକ୍ଷା ପରିଚାଳନାରେ ଅନିୟମିତତାକୁ ନେଇ ଆଲୋଡ଼ନ ସୃଷ୍ଟି ହୋଇଛି ।  ଏହା ଉପରେ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କୌଣସି ପରିସ୍ଥିତିରେ ଅନିୟମିତତାକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚେତାବନୀ ଦେବା ସହିତ ଦୁର୍ନୀତି…

ଶ୍ରୀକ୍ଷେତ୍ରକୁ ଛୁଟିଲେଣି ହବିଷ୍ୟାଳି

ସରକାରୀ ସ୍ତରରେ ୨୫୦୦ ହବିଷ୍ୟାଳିଙ୍କ ରହଣି ପାଇଁ ପୁରୀରେ ବ୍ୟବସ୍ଥା କରାଯାଇଛି । ନରେନ୍ଦ୍ର କୋଣସ୍ଥିତ ବୃନ୍ଦାବତୀ ନିବାସ, ମୋଚିସାହି କଲ୍ୟାଣ ମଣ୍ଡପ, ବଗଲା ଧର୍ମଶାଳା ଓ ରେଳ ପର୍ଯ୍ୟଟନ କମ୍ପ୍ଲେକ୍ସରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମାତ୍ର ପୁରୀରେ ୧୦ ହଜାରରୁ ଊର୍ଦ୍ଧ୍ବ…

ଆଜି ବିରାଜିବେ ମା’ ଗଜଲକ୍ଷ୍ମୀ

ଧରାକୁ ଓହ୍ଲାଇବେ ମା’ ଗଜଲକ୍ଷ୍ମୀ। ସ୍ବତନ୍ତ୍ର ପୂଜା ମଣ୍ଡପରେ ମା’ ବିରାଜମାନ କରିବେ।  ପୂଜା ମଣ୍ଡପରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ କରାଯିବ। ସନ୍ଧ୍ୟାରେ ମା’ଙ୍କ ପୂଜାର୍ଚ୍ଚନା ଆରମ୍ଭ ହେବ। କିଛି ପୂଜା ମଣ୍ଡପରେ ପାଞ୍ଜି ମୁତାବକ ବିଳମ୍ବିତ ରାତିରେ ପୂଜା କରାଯିବା ନେଇ ସୂଚନା ମିଳିଛି।…

ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ ଆଜି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ନୂଆପଡ଼ା ଗସ୍ତରେ । ସେ ନୂଆପଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିସହ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ତଥା ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଭୁବନେଶ୍ୱର ବିମାନବନ୍ଦରରୁ ଦିନ…

ହଜାର ବର୍ଷର କଟକ ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖନ୍ତୁ: ମୁଖ୍ୟମନ୍ତ୍ରୀ

କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କରିଛନ୍ତି। ଭୁବନେଶ୍ୱର: କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର…

୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର…

‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା…

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଗୁଜରାଟର ଗାନ୍ଧୀନଗରଠାରେ ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନକୁ ଉଦ୍‍ଘାଟନ କରିଛନ୍ତି। କୌଣସି ଜମାକାରୀ ତାଙ୍କର କଷ୍ଟ ଅର୍ଜିତ ଜମା ପୁଞ୍ଜୀକୁ କିପରି ବ୍ୟାଙ୍କ ବା ଅନ୍ୟ ଆର୍ଥିକ ଅନୁଷ୍ଠାନରୁ ସହଜରେ ଉଠାଇପାରିବେ…

7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ

ଭାରତୀୟ ଏକକ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଲୋକାଭିମୁଖୀ ପଦକ୍ଷେପ ସ୍ୱରୂପ, ବାଧ୍ୟତାମୂଳକ ବାୟୋମେଟ୍ରିକ୍ ସଂଶୋଧନ (ଏମବିୟୁ-1) ପାଇଁ ସମସ୍ତ ଦେୟ ଛାଡ଼ କରିଛି, ଯାହା ପ୍ରାୟ 6 କୋଟି ପିଲାଙ୍କୁ ଲାଭ ଦେବ ବୋଲି ଆଶା କରାଯାଉଛି। ଏହି ବୟସ ବର୍ଗ ପାଇଁ ଏମବିୟୁ ଶୁଳ୍କ ଛାଡ଼ 1 ଅକ୍ଟୋବର…

6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ

ବିଶ୍ୱ ଆର୍ଥିକ ମଞ୍ଚର ଭବିଷ୍ୟତ ନିଯୁକ୍ତି ରିପୋର୍ଟ 2025 ମୁତାବକ ଭାରତ ଏପରି ଦେଶମାନଙ୍କ ମଧ୍ୟରେ ସାମିଲ ଅଛି ଯେଉଁ ଦେଶଗୁଡ଼ିକ ଆଗାମୀ ବର୍ଷରେ ପ୍ରାୟ ଦୁଇ-ତୃତୀୟାଂଶ ନୂତନ କର୍ମଶକ୍ତି ଯୋଗାଣ କରିବେ। ଭାରତ ନିଜ ଜନସାଂଖ୍ୟିକ ଲାଭାଂଶର ଫାଇଦା ଉଠାଇ ଦେଶରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି…