ଏଣିକି ହ୍ବାଟ୍ସଆପ୍ରେ ରାଜସ୍ବ ସେବା ମିଳିବ
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ସେବା ଯୋଗାଇ ଦିଆଯିବ। ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ। ସମୟସୀମା ମଧ୍ୟରେ ସମସ୍ୟାର ସମାଧାନ…