ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

ମାଟ୍ରିକ ପରୀକ୍ଷା ପାଇଁ ଆସିଲା କାର୍ଯ୍ୟସୂଚୀ | ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡିଛି | ଫେବୃୟାରୀ ୧୯ରୁ ମାର୍ଚ୍ଚ ୨ ଯାଏଁ ମାଟ୍ରିକ ପରୀକ୍ଷା ହେବ ଓ ସକାଳ ୯ଟାରୁ ଦିନ ୧୧ଟା ୩୦ ଯାଏଁ ପରୀକ୍ଷା ଚାଲିବ | ମିଳିଥିବା ସୂଚନା ମୁତାବକ ସବୁ ବିଷୟ ପାଇଁ ଅଢେଇ…

ଥଣ୍ଡାରେ ଥରୁଛି ସାରା ଓଡ଼ିଶା , କୁହୁଡ଼ି ଆସ୍ତରଣରେ ଯାତାୟତ ବାଧାପ୍ରାପ୍ତ

ଥଣ୍ଡାରେ ଥରୁଛି ସାରା ଓଡ଼ିଶା । ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ପ୍ରବଳ ଶୀତ ଯୋଗୁ ଜନଜୀବନ ବାଧାପ୍ରାପ୍ତ ହୋଇଛି । କୁହୁଡ଼ି ଆସ୍ତରଣରେ ସାରା ସହର । ଯାତାୟତ ବାଧାପ୍ରାପ୍ତ ହୋଇଛି । ପାରଳାଖେମୁଣ୍ଡି ସହରରେ ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ପଡ଼ିଛି । ସକାଳୁ ସକାଳୁ ଖେଳପଡିଆରେ ଲୋକଙ୍କ…

ଖାଦ୍ୟ ପରେ ଘିଅ ଏବଂ ଗୁଡ଼ ଖାଇବା ସ୍ୱାସ୍ଥ୍ୟ ପାଇଁ ବହୁତ ଲାଭଦାୟକ

ଖାଦ୍ୟ ଆମ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ  ।  କେବଳ ଆମେ ଯେଉଁ ଖାଦ୍ୟ ଖାଉ ତାହା ନୁହେଁ, ବରଂ ଖାଦ୍ୟ ପରେ ଆମେ ଯାହା ଖାଉ ତାହାର ମଧ୍ୟ ଆମ ସ୍ୱାସ୍ଥ୍ୟ ଉପରେ ପ୍ରଭାବ ରହିଥାଏ  ।  ଲୋକମାନେ ସାଧାରଣତଃ ଖାଦ୍ୟ ଖାଇସାରିବା ପରେ ହଜମ ପାଇଁ ପାନମଧୁରୀ ଖାଇଥାଆନ୍ତି ।  ଏହା…

ଡଲାର ତୁଳନାରେ ୯୦ ଟପିଲା ଟଙ୍କା

ଭାରତୀୟ ଟଙ୍କା ଆମେରିକୀୟ ଡଲାର ତୁଳନାରେ ପ୍ରଥମ ଥର ପାଇଁ ୯୦ ଟଙ୍କା ସ୍ତର ଅତିକ୍ରମ କରିଛି। ଟଙ୍କାର ମୂଲ୍ୟ ଖସିଯାଇ ଡଲାର୍ ପିଛା ରେକର୍ଡ ସର୍ବନିମ୍ନ ୯୦.୧୩ରେ ପହଞ୍ଚିଛି। ଏହା ପୂର୍ବରୁ ମଙ୍ଗଳବାର ଏହି ମୂଲ୍ୟ ୮୯.୯୪୭୫ ଥିଲା। ଅନିଶ୍ଚିତ ବାଣିଜ୍ୟ ଏବଂ ପୋର୍ଟଫୋଲିଓ ପ୍ରବାହ ସହିତ…

ବାରବାଟୀ ଟି୨୦ ମ୍ୟାଚ୍‌ ପାଇଁ ଆଜି କାଉଣ୍ଟରରେ ଟିକଟ ବିକ୍ରି, ୯ଟାରେ ଖୋଲିବ କାଉଣ୍ଟର

ବାରବାଟୀ ଟି୨୦ ମ୍ୟାଚ୍‌ ପାଇଁ ଆଜି କାଉଣ୍ଟରରେ ବିକ୍ରି ହେବ ଟିକଟ। ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଟିକଟ ଖଣ୍ଡେ ପାଇବା ପାଇଁ ରାଜ୍ୟର କୋଣ ଅନୁକୋଣରୁ ବହୁ କ୍ରିକେଟ୍‌ପ୍ରେମୀ ଗୁରୁବାରଠାରୁ କଟକରେ ଆସି ଡେରା ପକାଇଛନ୍ତି। ବିଶେଷକରି ଷ୍ଟାର ଖେଳାଳିଙ୍କ…

S-500 ପ୍ରଣାଳୀ S-400ର ପରବର୍ତ୍ତୀ ସଂସ୍କରଣ

ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୨୩ତମ ଭାରତ-ରୁଷ ବାର୍ଷିକ ସମ୍ମିଳନୀ ପାଇଁ  ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ରୁଷର ସର୍ବାଧୁନିକ S-500 ‘ପ୍ରୋମେଥିୟସ୍’ ବାୟୁ ପ୍ରତିରକ୍ଷା ପ୍ରଣାଳୀର ସମ୍ଭାବ୍ୟ ଚୁକ୍ତି ଉପରେ ଆଲୋଚନା କରାଯିବାର ସମ୍ଭାବନା ରହିଛି। S-500 ଉନ୍ନତ…

ଆଜି ୨୩ତମ ଭାରତ-ରୁଷ୍ ଶିଖର ସମ୍ମିଳନୀ

ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର ଠାରୁ ଦୁଇ ଦିନିଆ ଭାରତ ଗସ୍ତ କରିଛନ୍ତି। ସନ୍ଧ୍ୟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ଆସି ନୂଆଦିଲ୍ଲୀର ପାଲାମ ଟେକ୍ନିକାଲ ବିମାନବନ୍ଦରରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିମାନବନ୍ଦରରେ ଉପସ୍ଥିତ ରହି ପୁଟିନଙ୍କୁ ସ୍ବାଗତ…

କାଉଣ୍ଟର ଆଗରେ ଅସମ୍ଭାଳ ଭିଡ଼

ଆଜି ଦିନ ୯ଟାରୁ ବାରବାଟୀ ଷ୍ଟାଡିୟମରେ ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହେବ। ଟିକେଟ୍ ବିକ୍ରି ଆରମ୍ଭ ହେବା ପୂର୍ବରୁ ହିଁ ଷ୍ଟାଡିୟମ ବାହାରେ ଅସମ୍ଭାଳ ଭିଡ଼ ଜମିଛି। ଶତାଧିକ କ୍ରିକେଟ୍ ପ୍ରେମୀ ରାଜ୍ୟ ତଥା ବାହାରୁ ଆସି ଗତକାଲି ରାତିରୁ ହିଁ କାଉଣ୍ଟର ଆଗରେ ଲମ୍ବା ଧାଡ଼ି ଲଗାଇ ରହିଛନ୍ତି।…

ଆଜିର ରାଶିଫଳ

ମେଷ: ପରିବାର ଲୋକଙ୍କ ପରାମର୍ଶ ଲାଭପ୍ରଦ ହେବ। ସଫ୍‌ଟୱେର ଇଂଜିନିଅରଙ୍କ ଲାଗି ଦିନଟି ଅନୁକୂଳ ରହିବ। ଆପଣଙ୍କ ମନ ପୂଜାପାଠରେ ଅଧିକ ଲାଗି ରହିବ। ବୃଷ: ଜରୁରୀ କାମ ଓ ସମ୍ବନ୍ଧ ବିଷୟରେ ବିଚାର କରିବେ। ଅନ୍ୟମାନଙ୍କ ଭାବନାକୁ ନେଇ ସଂବେଦନଶୀଳ ରହିବେ। ବେପାରରେ ଲାଭ ହେବ। ମିଥୁନ: କୌଣସି…

ଦିଲ୍ଲୀରେ ପହଞ୍ଚିଲେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ, ସ୍ବାଗତ କଲେ ମୋଦୀ

ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଗୁରୁବାର ଭାରତରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମାନ ବନ୍ଦରରେ ତାଙ୍କୁ ଆଲିଙ୍ଗନ କରି ସ୍ୱାଗତ କରିଛନ୍ତି। ସାଧାରଣତଃ ପ୍ରଧାନମନ୍ତ୍ରୀମାନେ ଅନ୍ୟ ରାଷ୍ଟ୍ରମୁଖ୍ୟଙ୍କୁ ବିମାନ ବନ୍ଦରରେ ପାଛୋଟି ନେବାର ନିୟମ ନ…