୧୪ ଅଗଷ୍ଟ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା
୧୪ ଅଗଷ୍ଟ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା । ଓଡ଼ିଶାରେ ବଢ଼ିପାରେ ବର୍ଷା । ବଙ୍ଗୋପସାଗରରେ ପୁଣି ଏକ ନୂଆ ପାଣିପାଗ ପ୍ରକ୍ରିୟା ସକ୍ରିୟ ହେବାର ସଙ୍କେତ ମିଳିଛି । ୧୪ ଅଗଷ୍ଟ ପାଖାପାଖି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । IMDର ଆକଳନ…