ବିଜେଡି ପକ୍ଷରୁ ବିଧାନସଭା ଘେରାଉ , ବିଜେଡ଼ି ନେତାଙ୍କୁ ପାଣିମାଡ଼
ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଂକୁଚିତ ହେବା ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିଧାନସଭା ଘେରାଉ କରାଯାଉଛି । ବିଜେଡି କର୍ମୀମାନେ ୨ଟି ବ୍ୟାରିକେଡ୍ ଭାଙ୍ଗିଛନ୍ତି । ଏଣେ ପୁଲିସ୍ ସହ ବିଜେଡି କର୍ମୀମାନଙ୍କର ଧସ୍ତାଧସ୍ତି ହୋଇଛି । ଧସ୍ତାଧସ୍ତା ପରେ ଲୋୟର ପିଏମଜିରେ ପୁଲିସ୍ –…