ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କୀ ଆଉନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି। ଶନିବାର ବିଧାନସଭା ପରିସରରେ ଜର୍ଜ ତିର୍କୀଙ୍କୁ ଦିଆଯାଇଛି ଗାର୍ଡ ଅଫ ଅନର୍‌। ଏହା ସହିତ ଜର୍ଜ…

ଆସନ୍ତା ନଭେମ୍ବରରେ ରିଲିଜ ହେବା ମୁରବି

ମେଣ୍ଟିସ୍ ଫିଲ୍ମସ୍‌ର ପ୍ରସ୍ତୁତି ‘ମୁରବି’ ଆସନ୍ତା ନଭେମ୍ବରରେ ରିଲିଜ ହେବାକୁ ଯାଉଛି। ଏହି ଚଳଚ୍ଚିତ୍ରରେ ରହିଛି ବିପରୀତଧର୍ମୀ ଦୁଇ ପରିବାରର କାହାଣୀ। କୁନା ତ୍ରିପାଠୀ ଜେନା ପରିବାରର ମୁରବି ସାଜିଥିବା ବେଳେ ସ୍ୱାଇଁ ପରିବାରର ମୁରବି ହୋଇଛନ୍ତି ଚୌଧୁରୀ ଜୟ ପ୍ରକାଶ ଦାସ। ସ୍ୱାଇଁବାବୁ…

ହ୍ରାସ ପାଇଲା ଭାରତୀୟ ସେୟାର୍‌ ବଜାର

ଲଗାତର କିଛି ଦିନ ହେବ ଭାରତୀୟ ସେୟାର୍‌ ବଜାରର ସ୍ଥିତି ଭଲ ଥିବା ‌ବେଳେ ଏବେ ପୁଣି ଥରେ ପତନ ଦେଖିବାକୁ ମିଳିଛି। ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇଥିବା ବେଳେ ଆଦାନୀ ସେୟାର ଆଜି ଅସାଧାରଣ ଭାବରେ ଭଲ ପ୍ରଦର୍ଶନ କରିଛି। ଆଦାନୀ ସେୟାର ଶୁକ୍ରବାର ଦିନ ଖୁବ୍ ଭଲ ପ୍ରଦର୍ଶନ କରିଛି। ସେବି…

ତୃତୀୟ ଦିନ ରେ ବି ଚାଲିପାରିଲାନି ଗୃହ କାର୍ଯ୍ୟ , 4 ପର୍ଯ୍ୟନ୍ତ ମୁଲତବୀ

ଆଜି ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର ତୃତୀୟ ଦିନ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିବଙ୍ଗ‌ତ ନେତା ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ  ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ଶୋକ ପ୍ରସ୍ତାବକୁ ବିରୋଧୀ ଦଳ…

ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ

ନଦୀକୂଳକୁ ଛେଳି ଆଣିବାକୁ ଯାଇଥିବା ବେଳେ ଟାଣିନେଲା କୁମ୍ଭୀର । ଗତକାଲି ଠାରୁ ବନ ବିଭାଗ, ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଲୋକ ମାନଙ୍କ ଦ୍ବାରା ବହୁତ ଖୋଜାଖୋଜି ପରେ ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର ହେଇଛି । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକ ବେଣାକନ୍ଦା ଗାଁର ଲକ୍ଷ୍ମୀ ଦଳେଇ ନାମକ…

ଆସାମ ରାଇଫଲ୍ସର ଗାଡ଼ି ଉପରେ ଆକ୍ରମଣ, ୨ ଜଣ ଯବାନ ସହିଦ ଓ ୩ ଯବାନ ଆହତ

ମଣିପୁରର ରାଜଧାନୀ ଇମ୍ଫାଲ ଉପକଣ୍ଠରେ ଥିବା ବିଷ୍ଣପୁରଠାରେ ଆସାମ ରାଇଫଲ୍ସର ଗାଡ଼ି ଉପରେ ଆକ୍ରମଣ ହୋଇଛି । ଉଗ୍ରବାଦୀଙ୍କ ଏହି ଆକ୍ରମଣରେ ୨ ଜଣ ଯବାନ ସହିଦ ଓ ୩ ଯବାନ ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ ଏକ ଟାଟା ୪୦୭ ମିନିବସରେ ଆସାମ ରାଇଫଲ୍ସର ୩୩ଜଣ ଯବାନ ଯାଉଥିବାବେଳେ…

ଆସନ୍ତା ଆକ୍ଟୋବର ଓ ନଭେମ୍ବର ମାସରେ ରାଜ୍ୟରେ ଅଧିକ ବର୍ଷା ହେବ

ଆସନ୍ତା ଆକ୍ଟୋବର ଓ ନଭେମ୍ବର ମାସରେ ରାଜ୍ୟରେ ଅଧିକ ବର୍ଷା ହେବ। ଏଥିସହ ଡିସେମ୍ବରରେ ପ୍ରବଳ ଜାଡ଼ ପଡ଼ିବ। ପାଣିପାଗ ବିଜ୍ଞାନୀମାନେ ଏଭଳି କିଛି ଅନୁମାନ କରିଛନ୍ତି। ଏଥର ନବରାତ୍ର ବର୍ଷାରେ ଭିଜିବ। ୨୬ ତାରିଖରୁ ରାଜ୍ୟରେ ବଦଳିବ ପାଗ। ୨୯ ତ‌ାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ…

ଅକ୍ଟୋବରରେ ଶୁକ୍ର ଗ୍ରହ ଚଳନ କରି କନ୍ୟା ରାଶିରେ ଚଳନ କରିବେ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶୁକ୍ର ଧନ, ବୈଭବ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ବୋଲି କୁହାଯାଏ । ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରିବା ଦ୍ୱାରା ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ । ୯ ଅକ୍ଟୋବରରେ ଶୁକ୍ର ଗ୍ରହ ଚଳନ କରି କନ୍ୟା ରାଶିରେ ଚଳନ କରିବେ । ଏହି ଚଳନ…

ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !

ଦିଲ୍ଲୀପ ନାୟକ  ନିମାପଡ଼ା ଆସନରେ ୨୦୨୪ ନିର୍ବାଚନରେ ପ୍ରାର୍ଥୀ ଥିଲେ। ଏହାପୂର୍ବରୁ ସେ କଟକ ଜିଲ୍ଲାରେ ବିଜେଡିର ନେତା ଭାବେ ପରିଚିତ ଥିଲେ। ୨୦୨୪ ଏପ୍ରିଲରେ ଦିଲ୍ଲୀପ ନାୟକ ଶତାଧିକ ଭାଜପା କର୍ମକର୍ତ୍ତାଙ୍କ ସହ ବିଜେଡିରେ ଯୋଗ ଦେଇଥିଲେ। ବିଜେଡିର ପ୍ରମୁଖ ନେତା ଏବଂ ନିମାପଡ଼ା…

ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ

ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ । ବିଧାନସଭାରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ ପ୍ରସ୍ତାବ ରହିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ବିଦ୍ୟାଳୟରେ…