ଜୁଲାଇ ୨ ତାରିଖରୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଜୁଲାଇ ୨ ତାରିଖରୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବାକୁ ଥିବାବେଳେ ସେ ୫ଟି ଦେଶ ଗସ୍ତ କରିବେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ  ପ୍ରଥମ ଥାନା ଗସ୍ତ ଏବଂ ୩୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଘାନା…

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାଡ଼ିବା ଘଟଣା: ବିଜେପିରୁ ୫ ନିଲମ୍ବିତ

ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରୁ ଘୋଷାଡି ଆଣି ମାଡ ମାରିବା ଘଟଣାରେ ମଙ୍ଗଳବାର ବିଜେପିରୁ ୫ ଜଣଙ୍କୁ ନିଲମ୍ବନ କରାଯାଇଛି। ଗତକାଲି ଜୁନ ୩୦ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ କର୍ପୋରେଟର ଅପରୂପ…

ଏହି ଔଷଧ ଅଭିନେତ୍ରୀ ଶେଫାଳି ଜରିୱାଲାଙ୍କ ଅକାଳମୃତ୍ୟୁ କାରଣ ହୋଇପାରେ

ଅଭିନେତ୍ରୀ ଶେଫାଳି ଜରିୱାଲାଙ୍କ ଅକାଳମୃତ୍ୟୁ ନେଇ ଆଜି ପୁଲିସ ନୂଆ କଥା କହିଛି। ଯଦିଓ ଶବ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି, ତେବେ ତାଙ୍କ ଘରୁ ଜବତ ବାକ୍ସରୁ ଏକ ସାଂଘାତିକ ସୁରାକ୍‌ ମିଳିଛି।  ଜଣେ ଅଧିକାରୀ କହିଛନ୍ତି ଯେ ଜରିୱାଲା ଚର୍ମ ଚିକ୍କଣ ଦେଖାଯିବା ଓ ବୟସ କମ୍…

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଆଜି କଳାବ୍ୟାଜ୍‍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଏମସି କର୍ମଚାରୀ

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଆଜି କଳାବ୍ୟାଜ୍‍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଏମସି କର୍ମଚାରୀ । ବିଏମସି କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଭାବେ ପ୍ରତିବାଦ କରିଛନ୍ତି । କାର୍ଯ୍ୟାଳୟରେ ଷ୍ଟାଫଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ସେମାନେ ଦାବି…

ଜୁଲାଇ ୧୪ ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୧୪ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ୧୪ରେ ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ଏବଂ ୧୫ରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । କଟକ ରେଭେନ୍ସା…

ଆଜି ହେରା ପଞ୍ଚମୀ,ରଥ କାଠ ଭାଙ୍ଗିବେ ଅଭିମାନିନୀ ମା ଲଷ୍ମୀ

ଆଜି ହେରା ପଞ୍ଚମୀ । ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ସାଙ୍ଗରେ ଆଣିନଥିବାରୁ ରଥ କାଠ ଭାଙ୍ଗିବେ ଅଭିମାନିନୀ ମା ଲଷ୍ମୀ । ଭାଇ ଭଉଣୀଙ୍କୁ ରଥରେ ନେଇ ଜନ୍ମବେଦୀକୁ ଆସିଛନ୍ତି । ଅଥଚ ହଟିଆ ଠାକୁର ନିଜ ପତ୍ନୀ ମହାଲକ୍ଷ୍ମୀଙ୍କୁ ସାଥିରେ ଆଣି ନାହାଁନ୍ତି । ଏଣେ ସ୍ବାମୀଙ୍କ ଅନୁପସ୍ଥିତିରେ ବିରହ…

ଆଜିଠୁ ବଢିବ ଟ୍ରେନ ଟିକଟ ମୂଲ୍ୟ

ଭାରତୀୟ ରେଳ ବିଭାଗ ସୋମବାର ଟ୍ରେନ୍‌ ଟିକଟ ମୂଲ୍ୟ ବୃଦ୍ଧି ଘୋଷଣା କରିଛି। ଜୁଲାଇ ୧ରୁ ଏହି ବର୍ଦ୍ଧିତ ଭଡ଼ା ଲାଗୁ ହେବ। ଯାତ୍ରୀ ସେବା ଉନ୍ନତ କରିବା ଓ ଯାତ୍ରୀ ଭଡ଼ା ଗଣନାକୁ ସରଳ କରିବା ପାଇଁ ଟିକଟ ମୂଲ୍ୟ ବୃଦ୍ଧି କରାଯାଇଛି। ତେବେ ଲୋକାଲ (ଉପନଗରୀୟ) ଟ୍ରେନ୍‌ ଭଡ଼ା ଓ ମାସିକ ଟିକଟ ଭଡ଼ା…

୫ ଜୁଲାଇ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଏବେ ଉପକୂଳବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଛି। ଆସନ୍ତା ୨ ଦିନରେ ଲଘୁଚାପ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦିଗରେ ଗତି କରିବ।…

ଆଜିର ରାଶିଫଳ

ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ରୋଜଗାର ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁ ଜୁଟିବେ। ବୃଷ: ଆପଣ ଶାସ୍ତ୍ରପଟୁ ପୁଣ୍ୟଦେହୀ ସୁବର୍ଣ୍ଣାଦି ଯୁକ୍ତ ରୂପବାନ୍‌ ଓ ରାଜବଂଶ ପୂଜିତ…

ଶରଧାବାଲିରେ ପହଂଚିଲା ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ

ଗୁଣ୍ଡିଚା ମନ୍ଦିର ଆଗରେ ତାଳଧ୍ୱଜ ରଥ ଲାଗିଥିବାବେଳେ ଘଣ୍ଟ, ହୁଳହୁଳି ଓ ହରିବୋଲ ଶବ୍ଦରେ ପ୍ରକମ୍ପିତ ହେଉଛି ବଡଦାଣ୍ଡ | ବଡ଼କଥା ଯେ ଗତକାଲି ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିବା ଆରମ୍ଭରୁ ଭୀଷଣ ସମସ୍ୟା ଦେଖାଦେଇଥିଲା। ବାରମ୍ବାର ମୋଡ଼ ନେଇଥିଲା। ଫାଳି ଲାଗିବା ପରେ ବି ବିଶେଷ ପରିବର୍ତ୍ତନ…