ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ପୂର୍ଣ୍ଣିଆରେ ପ୍ରାୟ ୪୦,୦୦୦  କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ତାଙ୍କର ସମ୍ମାନଜନକ ଶୁଭେଚ୍ଛା ଜଣାଇଛନ୍ତି। ସେ ମତ ଦେଇଥିଲେ ଯେ …

ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ

ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଭିନ୍ନ ସ୍ଥାନରେ ଜନସାଧାରଣ ଓ କାର୍ଯ୍ୟକର୍ତ୍ତାମାନେ ସ୍ୱାଗତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ସକାଳେ ବାଲେଶ୍ୱର ଷ୍ଟେସନରେ ପହଞ୍ଚିବା ପରେ ବେତନଟୀ ଦେଇ ସରକାରୀ ଓ ସାମାଜିକ…

ଇ-ପ୍ରଶାସନର ଜ୍ୱଳନ୍ତ ଉଦାହରଣ ପାଲଟିଛି କେନ୍ଦୁଝରର ଶୁଆକାଟି ପଞ୍ଚାୟତ

ପ୍ରଶାସନିକ କ୍ଷେତ୍ରରେ ଡିଜିଟାଲ ପ୍ରଯୁକ୍ତିର ସଦୁପଯୋଗ କରି ନାଗରିକଙ୍କୁ ସୁଶାସନ ଯୋଗାଇ ଦେଇଥିବା କେନ୍ଦୁଝର ଜିଲ୍ଲାର ଶୁଆକାଟି ପଞ୍ଚାୟତକୁ ଚଳିତ ବର୍ଷ ଜାତୀୟ ଇ-ପ୍ରଶାସନ ପୁରସ୍କାର-୨୦୨୫ ପ୍ରଦାନ କରାଯିବ। ଆସନ୍ତା ୨୨-୨୩ ତାରିଖରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଅନୁଷ୍ଠିତ ହେବାକୁ…

ଇଣ୍ଟରମିଟେଣ୍ଟ ଫାଷ୍ଟିଙ୍ଗ ର କିଛି ଖରାପ ପ୍ରଭାବ ବି ରହିଛି , ଯାହା ଜାଣିବା ନିହାତି ଜରୁରି

ଆଜିକା ଦିନରେ ଓଜନ କମାଇବାକୁ ଅନେକ ବାଟ ବାଛୁଛନ୍ତି ଯୁବପିଢ଼ି । ବେଶି ଟ୍ରେଣ୍ଡରେ ଅଛି ଇଣ୍ଟରମିଟେଣ୍ଟ ଫାଷ୍ଟିଙ୍ଗ ।ଏହାର ଅର୍ଥ ଦିନର ୨୪ ଘଣ୍ଟାରୁ ନିର୍ଦ୍ଦିଷ୍ଟ ସମୟ ଯାଏଁ ଉପାସ ରହିବା ଏବଂ ବାକି ସମୟ ଭିତରେ ଖାଦ୍ୟ ଖାଇବା । ଏହାର କିଛି ସୁଫଳ ଥିଲେ ବି କିଛି ଖରାପ ପ୍ରଭାବ ବି ରହିଛି ,…

ଆଜିର ରାଶିଫଳ

ମେଷ:-ସବୁ କଷ୍ଟ ନିବାରଣ ହେବ। ଘରୋଇ ଉଦ୍ୟୋଗରେ ଭଲ ସୁଯୋଗ ମିଳିପାରେ। ବୈବାହିକ ଜୀବନ ଖୁସି ଭରା ରହିବ। କବିମାନଙ୍କ ଲାଗି ଦିନଟି ମହତ୍ବପୂର୍ଣ୍ଣ ରହିବ। ଘରକୁ ନୂଆ ବନ୍ଧୁ ଆସିବେ। ବୃଷ:-ଦିନଟି ଉତ୍ସାହ ଭରା ରହିବ। ଉପାର୍ଜନ ପାଇଁ ନୂଆ ଜ୍ଞାନ ପାଇବେ। ଦାମ୍ପତ୍ୟ ଜୀବନରେ ଖୁସି ଆସିବ।…

ବୃଦ୍ଧି ପାଉଛି ‘ଲୋକା ଚାପ୍ଟର ୧’ର ରୋଜଗାର

ଏହି ସମୟରେ ଅନେକ ଫିଲ୍ମ ଥିଲେ ମଧ୍ୟ 'ଲୋକା ଚାପ୍ଟର ୧'ର ରୋଜଗାରରେ କୌଣସି ପାର୍ଥକ୍ୟ ପଡିନାହିଁ। ମାତ୍ର ୩୦ କୋଟିରେ ନିର୍ମିତ ଏହି ଫିଲ୍ମ ଏପର୍ଯ୍ୟନ୍ତ ଏତେ ରୋଜଗାର କରିଛି ଯେ ବଡ଼ ବଡ଼ ଫିଲ୍ମ ମଧ୍ୟ ସେଠାରେ ପହଞ୍ଚି ପାରି ନାହିଁ। ଆଜି ବକ୍ସ ଅଫିସରେ ଫିଲ୍ମର ୧୮ତମ ଦିନ ଏବଂ ତୃତୀୟ…

୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ଜଣଙ୍କୁ ନିଯୁକ୍ତି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୟୁନିଟ-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ସୋମବାର ଅନୁଷ୍ଠିତ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ସୂଚନା ଦେଇଛନ୍ତି। ୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ମୁଖମନ୍ତ୍ରୀ କହିଛନ୍ତି। ସରକାରୀ ପଦବୀରେ ୩୦ ହଜାର ଯୋଗ୍ୟ…

୫ ଟଙ୍କାର ଚିପ୍ସ, ବିସ୍କୁଟ, ୧୦ ଟଙ୍କାର ସାବୁନ ଓ ୨୦ ଟଙ୍କାର ଟୁଥପେଷ୍ଟର ଦାମ ଅପରିବର୍ତ୍ତିତ ରହିବ

କେନ୍ଦ୍ର ସରକାର ଜିଏସଟି ସଂସ୍କାରରେ ବଡ଼ ପରିବର୍ତ୍ତନ ଆଣିଛନ୍ତି, ଯାହା ଦୈନନ୍ଦିନ ଜୀବନରେ ବ୍ୟବହୃତ ଜିନିଷକୁ ଶସ୍ତା କରିବ। ଜିଏସଟି କାଉନସିଲ ଅନେକ ଜିନିଷରେ ଟିକସ ହାର ହ୍ରାସ କରି ୫% ଓ ୧୮% ଦୁଇଟି ଟିକସ ହାରକୁ ଅନୁମୋଦନ କରିଛି। ନୂଆ ହାର ୨୨ ସେପ୍ଟେମ୍ବର ୨୦୨୫ରୁ ଲାଗୁ ହେବ।…

ତୁରନ୍ତ ଔଷଧ ଦର ସଂଶୋଧନ କର

ଔଷଧ ଓ ମେଡିକାଲ ଉପକରଣ ନିର୍ମାତାଙ୍କୁ କେନ୍ଦ୍ର ସରକାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଏସ୍‌ଟି ହ୍ରାସ ଯେଭଳି ସେପ୍ଟେମ୍ବର ୨୨ରୁ ପ୍ରତିଫଳିତ ହେବ ତାହାକୁ ଦୃଷ୍ଟିରେ ରଖି ତୁରନ୍ତ ସର୍ବାଧିକ ବିକ୍ରି ମୂଲ୍ୟ (ଏମ୍‌ଆର୍‌ପି) ସଂଶୋଧନ କରିବା ଲାଗି ସେମାନଙ୍କୁ କୁହାଯାଇଛି। ଜିଏସ୍‌ଟି…

ଆସାମରେ ୫.୮ ତୀବ୍ରତାର ଭୂକମ୍ପ ଅନୁଭୂତ

ଆସାମରେ ଆଜି ୫.୮ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି।  ଅପରାହ୍ଣ ୪ଟା ୪୧ ମିନିଟ୍‌ରେ ଆସିଥିବା ଏହି ଭୂକମ୍ପର କେନ୍ଦ୍ର ଉଦଲଗୁରୀ ଜିଲ୍ଲାର ଖାରୁପେଟିଆ ନିକଟରେ ଥିଲା। ଏହାର ଗଭୀରତା ଭୂପୃଷ୍ଠରୁ ମାତ୍ର ୫ କିଲୋମିଟର ତଳେ ରହିଥିବା ଜାତୀୟ ଭୂ-ବିଜ୍ଞାନ ଗବେଷଣା କେନ୍ଦ୍ର ପକ୍ଷରୁ କୁହାଯାଇଛି।…