ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନାର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ ହୋଇଛି।। ଆଜି ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ସେପଟେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଶୁଭାରମ୍ଭ ପୂର୍ବରୁ…

ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ । ଜିଲା ପ୍ରଶାସନ ଓ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ…

ନାଭିଗୟାରେ ପିଣ୍ଡଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନାଭିଗୟାରେ ପିଣ୍ଡଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସକାଳ ୯ଟା ୫୦ ମିନିଟ୍‌ରେ ମହାମହିମ ବିରଜା ମନ୍ଦିରରେ ପହଞ୍ଚିବା ପରେ ପ୍ରଥମେ ପିଣ୍ଡଦାନ କାର୍ଯ୍ୟ ଆରମ୍ଭ ହୋଇଥିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକ୍ରମରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀଙ୍କ…

ଚଳିତ ମହିଳା ପ୍ରିମିୟର ଲିଗ୍‌‌ : ଆଜି ଦିଲ୍ଲୀ କ୍ୟାପିଟାଲ୍‌ସ ଓ ଗୁଜରାଟ ଜାଏଣ୍ଟ୍‌‌ସ ମଧ୍ୟରେ ଖେଳାଯିବ ଏଲିମିନେଟର୍‌‌…

ଚଳିତ ମହିଳା ପ୍ରିମିୟର ଲିଗ୍‌‌ (ଡବ୍ଲ୍ୟୁପିଏଲ୍‌‌)ରେ ଆଉ ଦୁଇଟି ମ୍ୟାଚ୍‌ ବାକିଅଛି। ମଙ୍ଗଳବାର ଏଲିମିନେଟର୍‌‌ ମ୍ୟାଚ୍‌ ଦିଲ୍ଲୀ କ୍ୟାପିଟାଲ୍‌ସ ଓ ଗୁଜରାଟ ଜାଏଣ୍ଟ୍‌‌ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚର ବିଜେତା ଫେବୃଆରୀ ୫ରେ ରୟାଲ୍‌‌ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌‌ସିବି) ସହ…

ଆଜି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାରେ ମହାମହମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଦର୍ଶନ କରିବେ। ୬ଦିନିଆ ଗସ୍ତରେ ଆସି ଗତକାଲି ଭୁବନେଶ୍ବରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ…

ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା

ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରୁ ଏହା ପ୍ରଥମ ଥର ପାଇଁ ଆରମ୍ଭ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ଗଞ୍ଜାମ ମା ତାରାତାରିଣୀଙ୍କ ପୀଠରେ ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ…

ଆଜି ବୁଧ କୁମ୍ଭ ରାଶିରେ ପ୍ରବେଶ କରିବେ , ଏହି ରାଶିଙ୍କ ଉପରେ ରହିବ ହନୁମାନଙ୍କ କୃପା

ଫାଲଗୁଣ କୃଷ୍ଣ ପକ୍ଷର ଦ୍ୱିତୀୟ ଦିନ । ଆଜି ରାତି ୧୦ଟା୧୧ ପର୍ୟ୍ୟନ୍ତ ମାଘ ନକ୍ଷତ୍ର ପ୍ରଚଳିତ ହେବ। ଏହା ସହିତ, ଆଜି ରାତି ୯ଟା୫୧ ରେ ବୁଧ କୁମ୍ଭ ରାଶିରେ ପ୍ରବେଶ କରିବେ। ମେଷ- ଆଜି ଆପଣଙ୍କ ପାଇଁ ଏକ ଭଲ ଦିନ ହେବାକୁ ଯାଉଛି। ଆପଣ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିବେ, ଯାହାକୁ ଆପଣ…

ସୁସ୍ଥ ରହିବା ପାଇଁ କେବଳ ଯେ ଉପଯୁକ୍ତ ଖାଦ୍ୟ ଆବଶ୍ୟକ ନୁହେଁ, ଠିକ୍‌ ସମୟରେ ଖାଇବା ସର୍ବାଧିକ ଆବଶ୍ୟକ

ବିଳମ୍ବିତ ରାତ୍ରିଭୋଜନ ଏକ ସୁସ୍ଥ ଜୀବନଶୈଳୀର ପରିପନ୍ଥୀ। କିନ୍ତୁ ଆଜିର ବ୍ୟସ୍ତବହୁଳ ସମାଜରେ ଅଧିକାଂଶ ଲୋକ ନିଜନିଜ କାର୍ଯ୍ୟରୁ ଘରକୁ ବିଳମ୍ବରେ ଫେରିବା ସହ କ୍ଲବ୍‌, ମନୋରଞ୍ଜନ ଆଦି ପାଇଁ ସମୟ ଦେବା ପରେ ରାତିରେ ଖୁବ୍‌ ବିଳମ୍ବରେ ଭୋଜନ ଗ୍ରହଣ କରିବା ଏକ ନିୟମିତ ଅଭ୍ୟାସ ହେଲାଣି।…

ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦେଶକ ହେଲେ ସନଥ କୁମାର

ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦେଶକ ହେଲେ ସନଥ କୁମାର ଏନ। ସେ ପୂର୍ବରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଡେପୁଟି ନିର୍ଦେଶକ ଥିଲେ ସନଥ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।ପୂର୍ବରୁ  ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନିର୍ଦେଶକ ଥିଲେ ମନୋଜ ଭି ନାଏର ।…

ଆଧ୍ୟାତ୍ମିକ ଗୁରୁ ଦଲାଇ ଲାମାଙ୍କୁ ମିଳିଲା ଗ୍ରାମୀ ଆୱାର୍ଡ

ଆଧ୍ୟାତ୍ମିକ ଗୁରୁ ଦଲାଇ ଲାମାଙ୍କୁ ମିଳିଲା ଗ୍ରାମୀ ଆୱାର୍ଡ । ୯୦ ବର୍ଷ ବୟସରେ ଦଲାଇ ଲାମାଙ୍କୁ ସମ୍ମାନଜନକ ଗ୍ରାମୀ ଆୱାର୍ଡ ପ୍ରଦାନ କରାଯାଇଛି। ୬୮ତମ ବାର୍ଷିକ ଗ୍ରାମୀ ପୁରସ୍କାର ଉତ୍ସବରେ, ଦଲାଇ ଲାମା ତାଙ୍କ ଆଲବମ୍ ମେଡିଟେସନ୍: ଦି ରିଫ୍ଲେକ୍ସନ୍ସ ଅଫ୍ ହିଜ୍ ହୋଲିନେସ୍ ଦି ଦଲାଇ…